ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ମୁଁ ସୁମିତଙ୍କୁ ବହୁତ ଭଲ ପାଏ। ତାଙ୍କୁ ବରବାଦ କରିବା ପାଇଁ ଚାହେଁନି। ମୁଁ ଚାହୁଁଛି ସୁମିତ ଫେରି ଆସନ୍ତୁ।
ମୁଁ ସୁମିତଙ୍କୁ ବହୁତ ଭଲ ପାଏ। ତାଙ୍କୁ ବରବାଦ କରିବା ପାଇଁ ଚାହେଁନି। ମୁଁ ଚାହୁଁଛି ସୁମିତ ଫେରି ଆସନ୍ତୁ। ଡିମ୍ପଲର କିଛି ବି ନାହିଁ ସୁମିତଙ୍କୁ ଦେବା ପାଇଁ। କେବଳ ଡିମ୍ପଲ ହିଁ ଅଛି ସୁମିତଙ୍କ ପାଇଁ। ସୁମିତ ତୁମେ ଯେଉଁ ଡିମ୍ପଲକୁ ଦେଖିଥିଲ ଆଜି ବି ସେହି ଡିମ୍ପଲ ହିଁ ତୁମ ପାଖରେ ଠିଆ ହେବାକୁ ଚାହୁଁଛି। ମୁଁ ବଞ୍ଚିଛି ମୋତେ ନେଇ ଯାଅ। କିଏ ଜାଣେ କାଲି ମୋ ମୁଣ୍ଡକୁ ମରିବା କଥା ଆସିବ। ମୋତେ ବହୁତ କଷ୍ଟ ହୋଇଛି। ସେ ଆହୁରି କହିଛନ୍ତି, ଯେଉଁମାନେ ଭାବୁଛନ୍ତି ମୁଁ ପଇସା ଲାଗି ଏମିତି କରୁଛି, ସେସବୁ ମିଛ। ମୁଁ ପଇସା ପାଇଁ କରୁନି। ମୁଁ ମୋ ସ୍ୱାମୀଙ୍କୁ ଚାହୁଁଛି। ମୁଁ ମୋ ସୁମିତଙ୍କୁ ଚାହୁଁଛି। ଆପଣମାନଙ୍କୁ ଅନୁରୋଧ ମୋତେ ଖରାପ କୁହନ୍ତୁନି। ସୁମିତଙ୍କୁ ବି ଖରାପ କୁହନ୍ତୁ ନାହିଁ।
ଏହି ଭିଡିଓରେ ତପସ୍ୱିନୀ ତାଙ୍କ ଶ୍ୱଶୁରଙ୍କୁ ବି ଅନୁରୋଧ କରିଛନ୍ତି। ସେ କହିଛନ୍ତି, ବାପା ଦୟା କର। ଯଦି କିଛି ଭୁଲ୍ କରିଛି ଛୋଟ ଝିଅ ଭାବି କ୍ଷମା କରି ଦିଅ। ମୋତେ ମୋ ସ୍ୱାମୀଙ୍କୁ ଦେଇ ଦିଅ। ମୋତେ ମୋ ସୁମିତଙ୍କୁ ଦେଇ ଦିଅ। ମୁଁ ଆଉ ପାରୁନି। ମୁଁ କେବଳ ସୁମିତଙ୍କ ପାଇଁ ହିଁ ଲଢ଼େଇ କରୁଛି। ବଞ୍ଚିଥିବା ଅବସ୍ଥାରେ ମୋତେ ଗ୍ରହଣ କରି ନିଅନ୍ତୁ।ସେ କହିଛନ୍ତି, ମୁଁ ବି ଗୋଟେ ସାଦାସିଧା ଝିଅ ଥିଲି। ବିଶ୍ୱାସ କରିବାଟା କ’ଣ ଭୁଲ୍? ଯଦି ବିଶ୍ୱାସ କରିବାଟା ଭୁଲ୍, ତା’ହେଲେ ଜଣେ ମଣିଷ ଆଉ ଜଣେ ମଣିଷକୁ ଆଉ ବିଶ୍ୱାସ କରିବନି। ଆଜି ମୋତେ ସମସ୍ତେ ଏ ବାରଣ୍ଡାରୁ ଉଠାଇ ଦେବାକୁ ଚାହୁଁଛନ୍ତି। ସେଥିପାଇଁ କେତେ ପ୍ଲାନ୍ କରୁଛନ୍ତି। କିଏ ମାରିବାକୁ ଧମକ ଦେଉଛି ତ କିଏ କେସ୍ କରୁଛି। ଯେଉଁମାନେ ମୋ ସପକ୍ଷରେ ଅଛନ୍ତି ସେମାନଙ୍କୁ ଧନ୍ୟବାଦ। ଯେଉଁମାନେ ମୋ ବିପକ୍ଷରେ କହୁଛନ୍ତି ଦୟାକରି ସେମାନେ ମୋ ବିଷୟରେ ଟିକେ ଭାବନ୍ତୁ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।