News

ସୁଟିଂ ସେଟରେ ଅଘଟଣ :ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଅନୁଭବ 

ସୁଟିଂ ସେଟରେ ପୁଣି ଅଘଟଣ। ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଅଭିନେତା ଅନୁଭବ। ସୂଚନା ଅନୁଯାୟୀ ଅଭିନେତା ଅନୁଭବ କାଶ୍ମୀରର ଦୁଢପଟନୀ ଅଞ୍ଚଳକୁ ‘ପ୍ରେମ କୁମାର’ ଫିଲ୍ମର ସୁଟିଂ ପାଇଁ ଯାଇଥିଲେ। ସେଠାରୁ ସୁଟିଂ ସାରି ଏକ ଗାଡ଼ିରେ ଫେରୁ ଥିବା ବେଳେ ବାରମୁଲ୍ଲା ଅଞ୍ଚଳରେ ଦୁଇ ଜଣ ଆତଙ୍କବାଦୀ ଜାତୀୟ ରାଜପଥରେ ଯାଉଥିବା ଗାଡ଼ିଗୁଡିକ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ। ସେହି ସମୟରେ ଗାଡ଼ିରେ ଅନୁଭବଙ୍କ ସହିତ କ୍ୟାମେରା ମ୍ୟାନ୍‌,ମେକଅପ୍‌ ମ୍ୟାନ,ସୁଜିତ ଦଳେଇ ଥିବା ବେଳେ ଅନ୍ୟ ଏକ ଗାଡ଼ିରେ ନିର୍ଦ୍ଦେଶକ ତାପସ ସରଘରିଆଙ୍କ ସହ ଅନ୍ୟ ୫ ଜଣ ଥିଲେ। ଆତଙ୍କବାଦୀଙ୍କୁ ପୁଲିସ ପାଲଟା ଜବାବ ଦେବା ବେଳେ ସେହି ରାସ୍ତାରେ କିଛି ସମୟ ଉଭୟପକ୍ଷ ମଧ୍ୟରେ ଗୁଳି ବିନିମୟ ଚାଲିଥିଲା।

anu ସୁଟିଂ ସୁଟିଂ ସେଟରେ ଅଘଟଣ :ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଅନୁଭବ  anu 1

ଅନ୍ୟପଟେ , ସବୁଗାଡି ଠିକଠାକ ଚାଲିଥିଲା ହେଲେ ଅନୁଭବ ବସିଥିବା ଗାଡିର ବ୍ରେକଫେଲ ହୋଇଯାଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଡ୍ରାଇଭର ଗାଡ଼ିକୁ ନିୟନ୍ତ୍ରଣ କରିବାରେ ସଫଳ ହୋଇଥିଲେ। ସଂଧ୍ୟାରେ ଅନୁଭବ ଓ ତାଙ୍କର ସହଯୋଗୀ ସୁରକ୍ଷିତ ଭାବେ ଦିଲ୍ଲୀ ଫେରି ଆସିଥିବା ସୂଚନା ମିଳିଛି।

ପଢନ୍ତୁ;ଚନ୍ଦ୍ରବାବୁ ନାଇଡୁଙ୍କ ନା’ରେ ଜାରି ହେଲା ଗିରଫଦାରୀ

Related posts

ଓଡିଶା ହକି ବିଶ୍ଵକପ: ହକି ବିଶ୍ୱକପ ଅଫିସିଆଲ୍ ଓପନିଙ୍ଗ୍ ସଙ୍ଗୀତରେ ଏକାଠି ହେବେ ରହମାନ ,ଗୁଲଜାର

ENO Beuro

ହ୍ୟାଣ୍ଡସମ୍ ଏସପିଙ୍କୁ ଦେଖିବାକୁ ୧୨୦୦ କି.ମି ଯାତ୍ରା କଲେ ଏହି ଯୁବତୀ

ENO Beuro

ଅଗଷ୍ଟ ପହିଲାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା

ENO Beuro

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More