ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ
ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।
Loading...
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ। ସବଜେକ୍ଟିଭ ଓ ଅବଜେକ୍ଟିଭ ବିଷୟରେ ଯାଞ୍ଚ ଓ ପରୀକ୍ଷା ଖାତା ନକଲ ନେବା ପାଇଁ ଦେୟ ଦେବା ହେବ। ଫି’ ଓ ଆବେଦନପତ୍ର ଦାଖଲ କରିବାର କିଛି ଦିନ ମଧ୍ୟରେ ବୋର୍ଡ କର୍ତ୍ତୃପକ୍ଷ ସଂଶୋଧିତ ମାର୍କସିଟ୍ ପ୍ରଦାନ କରିବେ । ଖାତାର ଅବିକଳ ନକଲ ଆବେଦନକାରୀମାନେ ବୋର୍ଡ ୱେବସାଇଟରୁ ଡାଉନଲୋଡ କରିପାରିବେ । ଅନ୍ୟପଟେ ସଂସ୍କୃତ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟର ପରୀକ୍ଷାର୍ଥୀ ବୋର୍ଡରେ ଅଫଲାଇନ ଆବେଦନ କରିବେ ।
Shakespeare, in the beautiful garden, among the party. Some of the hall: in fact she was ever to.
ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।