Loading...

ଆଜି ସକାଳେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ

ଆଜି ସକାଳେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ

୧୪ ମାସ ପରେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ। ଆଜି ସକାଳେ ସେ ଝାରପଡ଼ା ଜେଲରୁ ବାହାରିଛନ୍ତି। ତାଙ୍କୁ ନେବା ଲାଗି ସ୍ବାମୀ ଜଗବନ୍ଧୁ ଚାନ୍ଦ ଝାରପଡ଼ା ଜେଲକୁ ଆସିଥିଲେ।

୧୪ ମାସ ପରେ ଝାରପଡ଼ା ଜେଲରୁ ବାହାରିଲେ ଅର୍ଚ୍ଚନା ନାଗ। ଆଜି ସକାଳେ ସେ ଝାରପଡ଼ା ଜେଲରୁ ବାହାରିଛନ୍ତି। ତାଙ୍କୁ ନେବା ଲାଗି ସ୍ବାମୀ ଜଗବନ୍ଧୁ ଚାନ୍ଦ ଝାରପଡ଼ା ଜେଲକୁ ଆସିଥିଲେ।ଝାରପଡ଼ା ଜେଲ୍‌ରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ କହିଛନ୍ତି ଯେ ସେ କୋର୍ଟଙ୍କ ସମସ୍ତ ନିୟମକୁ ପାଳନ କରିବେ ଏବଂ ତଦନ୍ତରେ ସମ୍ପୂର୍ଣ୍ଣ ସହଯୋଗ କରିବେ।

ସୂଚନାଯୋଗ୍ୟ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଥିଲେ। ପୂର୍ବରୁ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାର ଦୁଇ ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳି ସାରିଥିବା ବେଳେ ଇଡି ମାମଲାରେ ଜାମିନ ମଞ୍ଜୁର ପରେ ଜେଲରୁ ବାହାରିବା ପାଇଁ ତାଙ୍କ ପଥ ପରିଷ୍କାର ହୋଇଥିଲା।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.