ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆସନ୍ତା ନଭେମ୍ବର ୪ ତାରିଖ ବଡ଼ ଏକାଦଶୀରୁ ପଞ୍ଚୁକ ଆରମ୍ଭ ହେବ। ଶ୍ରୀମନ୍ଦିରର ଚୂଡ଼ାନ୍ତ ନୀତିକାନ୍ତି ଅନୁଯାୟୀ, ପଞ୍ଚୁକର ପ୍ରଥମ ଦିନ ଅର୍ଥାତ୍ ନଭେମ୍ବର ୪ରେ ଠିଆକିଆ ବେଶ ଅନୁଷ୍ଠିତ ହେବ।
ଆସନ୍ତା ନଭେମ୍ବର ୪ ତାରିଖ ବଡ଼ ଏକାଦଶୀରୁ ପଞ୍ଚୁକ ଆରମ୍ଭ ହେବ। ଶ୍ରୀମନ୍ଦିରର ଚୂଡ଼ାନ୍ତ ନୀତିକାନ୍ତି ଅନୁଯାୟୀ, ପଞ୍ଚୁକର ପ୍ରଥମ ଦିନ ଅର୍ଥାତ୍ ନଭେମ୍ବର ୪ରେ ଠିଆକିଆ ବେଶ ଅନୁଷ୍ଠିତ ହେବ। ସେହିଭଳି ନଭେମ୍ବର ୫ରେ ବାଙ୍କଚୁଡ଼ ବେଶ, ନଭେମ୍ବର ୬ରେ ତ୍ରିବିକ୍ରମ ବେଶ, ନଭେମ୍ବର ୭ରେ ଲକ୍ଷ୍ମୀନୃସିଂହ ବେଶ ଓ ନଭେମ୍ବର ୮ରେ ରାଜାଧିରାଜ ବେଶ ବା ସୁନାବେଶ ଅନୁଷ୍ଠିତ ହେବ। ଏହି ୫ ଦିନ ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଜମିବ। ଏହାକୁ ନଜରରେ ରଖି ଶ୍ରୀମନ୍ଦିର ଭିତର ଓ ବାହାର ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବଡ଼ଦାଣ୍ଡରେ ଯେଉଁ ଦୋକାନୀମାନେ ରହିଛନ୍ତି, ସେମାନଙ୍କୁ ବଡ଼ଦାଣ୍ଡର ଦୁଇପାର୍ଶ୍ବରେ ଥିବା ଧଳାଗାର ପଛକୁ ଚାଲିଯିବାକୁ କୁହାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।