ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି ପଞ୍ଚାୟତ ନିର୍ବାଚନ ନେଇ ଘୋଷଣା ହୋଇପାରେ ତାରିଖ । ରାଜ୍ୟ ନିର୍ବାଚନ କମିଶନ ଯେକୌଣସି ମୁହୂର୍ତ୍ତରେ ତାରିଖ ଘୋଷଣା କରିପାରନ୍ତି ।
ଆଜି ପଞ୍ଚାୟତ ନିର୍ବାଚନ ନେଇ ଘୋଷଣା ହୋଇପାରେ ତାରିଖ । ରାଜ୍ୟ ନିର୍ବାଚନ କମିଶନ ଯେକୌଣସି ମୁହୂର୍ତ୍ତରେ ତାରିଖ ଘୋଷଣା କରିପାରନ୍ତି । ଗତକାଲି ପଞ୍ଚାୟତ ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ଠାରୁ ମତାମତ ଲୋଡିଥିଲେ କମିଶନ । କୋଭିଡ ଯୋଗୁ ପଞ୍ଚାୟତ ନିର୍ବାଚନକୁ ଘୁଞ୍ଚାଇବାକୁ କିଛି ରାଜନୈତିକ ଦଳ ଦାବି ରଖିଥିବା ବେଳେ ଆଉ କିଛି ନିର୍ବାଚନ ସପକ୍ଷରେ ମତ ଦେଇଛନ୍ତି ।କେନ୍ଦ୍ର ନିର୍ବାଚନ ଆୟୋଗ ୫ ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଯେଉଁ ଗାଇଡଲାଇନ ଜାରି କରିଛନ୍ତି ସେହି ଗାଇଡ଼ଲାଇନକୁ ଅନୁସରଣ କରି ରାଜ୍ୟରେ ପଞ୍ଚାୟତ ନିର୍ବାଚନ କରିବାକୁ ଯୋଜନା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଗତକାଲି ରାଜ୍ୟପାଳଙ୍କୁ ଭେଟି ଆଲୋଚନା କରିଥିଲେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ। ମୁଖ୍ୟ ଶାସନ ସଚିବ, ସ୍ୱାସ୍ଥ୍ୟ ସଚିବ ଓ ଏସଆରସିଙ୍କ ସହ ମଧ୍ୟ ଆଲୋଚନା କରିଥିଲେ । ଆଜି ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା କରିପାରନ୍ତି କମିଶନ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।