ମଙ୍ଗଳବାର ଦାନ କରନ୍ତୁ ଏହି ଜିନିଷ, ପାଇବେ ହନୁମାନଙ୍କ ଆଶ୍ରିବାଦ
ହିନ୍ଦୁ ଧର୍ମରେ ‘ଦାନ’ କରିବାର ଖୁବ୍ ମହତ୍ୱ ରହିଛି । କୁହାଯାଏ ଗରିବ ଲୋକଙ୍କୁ ଦାନ କରିବା ଦ୍ୱାରା ଲାଭଦାୟକ ହୋଇଥାଏ । କିନ୍ତୁ ଆଜିକା ସମୟରେ ଲୋକେ ଏହା ଉପରେ ବିଶ୍ୱାସ କରୁ ନାହାନ୍ତି ।
Loading...
ବାସ୍ତୁ ଅନୁସାରେ ଷ୍ଟଡି ରୁମରେ କିଛି କଥା ପ୍ରତି ଧ୍ୟାନ ରଖି ପାଠପଢ଼ାରେ ମନ ଲଗାଯାଇପାରିବ । ବାସ୍ତୁ ଅନୁସାରେ ପିଲାଙ୍କ ଷ୍ଟଡି ରୁମ୍ ଉତ୍ତର, ପୂର୍ବ କିମ୍ବା ଉତ୍ତର-ପୂର୍ବ ଦିଗରେ ହେବା ଉଚିତ୍ ।
ବାସ୍ତୁ ଶାସ୍ତ୍ର ଅନୁସାରେ ପାଠପଢ଼ାରେ ମନ ଲଗାଇବା ଏବଂ କ୍ୟାରିୟର ବନାଇବା ପାଇଁ ଧ୍ୟାନ କେନ୍ଦ୍ରିତ କରିବା ସବୁଠୁ ଅଧିକ ଜରୁରୀ । ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପାଠପଢ଼ା ରୁମ୍ ଅର୍ଥାତ୍ ଷ୍ଟଡି ରୁମ୍ ଠିକ ଭାବେ ବ୍ୟବସ୍ଥିତ କରିବା ଉଚିତ୍ । ଘରେ ବାସ୍ତୁ ଦୋଷ ହେବା ଦ୍ୱାରା ନକରାତ୍ମକତା ବଢ଼ିଥାଏ ଏବଂ ମନର ଏକାଗ୍ରତା ବଜାୟ ରହିପାରେ ନାହିଁ । ଯାହା ଦ୍ୱାରା ମାନସିକ ଚିନ୍ତା ବଢ଼ିଥାଏ ଏବଂ ପାଠପଢ଼ାରେ ଆଗ୍ରହ ବଢ଼ିଥାଏ ।
ବାସ୍ତୁ ଅନୁସାରେ ଷ୍ଟଡି ରୁମରେ କିଛି କଥା ପ୍ରତି ଧ୍ୟାନ ରଖି ପାଠପଢ଼ାରେ ମନ ଲଗାଯାଇପାରିବ । ବାସ୍ତୁ ଅନୁସାରେ ପିଲାଙ୍କ ଷ୍ଟଡି ରୁମ୍ ଉତ୍ତର, ପୂର୍ବ କିମ୍ବା ଉତ୍ତର-ପୂର୍ବ ଦିଗରେ ହେବା ଉଚିତ୍ । ଷ୍ଟଡି ରୁମରେ ବହି ଆଲମାରି ପୂର୍ବ କିମ୍ବା ଉତ୍ତର ଦିଗରେ ହେବା ଉଚିତ୍ । ଯଦି ଜାଗା ଅଭାବରେ ବେଡରୁମରେ ପାଠ ପଢ଼ିବାର ଅଛି ତେବେ ପଢ଼ିବା ସମୟରେ ପୂର୍ବ କିମ୍ବା ଉତ୍ତର ଦିଗରେ ମୁହଁ କରିବା ଉଚିତ୍ ।
ବାସ୍ତୁ ଅନୁସାରେ ପାଠପଢ଼ା ସମୟରେ ଦକ୍ଷିଣ ଆଡ଼କୁ ମୁହଁ କରନ୍ତୁ ନାହିଁ । କାରଣ ଏହା ଦ୍ୱାରା ଅଗ୍ନି ତତ୍ତ୍ୱର ପ୍ରାଧାନ୍ୟ ହେବା ଦ୍ୱାରା ପିଲା ଅନୁଶାସନହୀନ ହୋଇପାରନ୍ତ ଷ୍ଟଡି ଟେବୁଲରେ ଗ୍ଲୋବ୍ କିମ୍ବା ତମ୍ବାର ପିରାମିଡ ରଖିବା ଦ୍ୱାରା ଲାଭ ହୋଇଥାଏ । ଏହା ଦ୍ୱାରା ନକରାତ୍ମକ ଶକ୍ତି ଦୂର ହୋଇଥାଏ ଏବଂ ପାଠପଢ଼ା ପ୍ରତି ଧ୍ୟାନ କେନ୍ଦ୍ରିତ ହୋଇଥାଏ । ଷ୍ଟଡି ରୁମରେ ଟିଭି, ଭିଡିଓ ଗେମ୍ ଏବଂ ସିଡି ପ୍ଲେୟର ଭଳି ବସ୍ତୁ ନ ରଖିବା ଉଚିତ୍ । ଏହି ଜିନିଷଗୁଡ଼ିକ ଦ୍ୱାରା ପାଠପଢ଼ା ପ୍ରତି ଆଗ୍ରହ କମିଥାଏ ।
Shakespeare, in the beautiful garden, among the party. Some of the hall: in fact she was ever to.
ହିନ୍ଦୁ ଧର୍ମରେ ‘ଦାନ’ କରିବାର ଖୁବ୍ ମହତ୍ୱ ରହିଛି । କୁହାଯାଏ ଗରିବ ଲୋକଙ୍କୁ ଦାନ କରିବା ଦ୍ୱାରା ଲାଭଦାୟକ ହୋଇଥାଏ । କିନ୍ତୁ ଆଜିକା ସମୟରେ ଲୋକେ ଏହା ଉପରେ ବିଶ୍ୱାସ କରୁ ନାହାନ୍ତି ।
ଅନେକ ପୂଜା ସ୍ଥଳରେ ପତି-ପତ୍ନୀ ଏକାଠି ବସି ଭଗବାନଙ୍କୁ ପୂଜାର୍ଚ୍ଚନା କରିବାର ଦେଖିବାକୁ ମିଳିଥାଏ । ଏଭଳି କରିବା ଶୁଭ ବୋଲି ବିଶ୍ୱାସ ରହିଛି ।
ଆମ ଘର ଆମର ସୁଖର ବାସସ୍ଥାନ ଏବଂ ବାସ୍ତୁ ଶାସ୍ତ୍ରୀଙ୍କ ଅନୁଯାୟୀ, ଘର ଭିତରେ ରହୁଥିବା ଲୋକଙ୍କ ସୁସ୍ଥତା ଏବଂ ସୁଖ ପାଇଁ ଘର ଭିତରେ କୋଠରୀ ରେ କିଛି ଗୁରୁତ୍ୱପୂର୍ଣ୍ଣ ଜିନିଷ ରଖିବା।