ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
ଦେଶରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ ୨୦୨୪ରେ ସମ୍ଭବ ହୋଇପାରିବ ନାହିଁ।
ଇସ୍କନ୍ ପକ୍ଷରୁ ମେନକାଙ୍କ ଏହି ଅଭିଯୋଗକୁ ମିଥ୍ୟା ଓ ଭିତ୍ତିହୀନ ଦର୍ଶାଇ ଖଣ୍ଡନ କରାଯାଇଛି। ଉକ୍ତ ଅନୁଷ୍ଠାନ ଏବେ ବିଜେପି ସାଂସଦଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।
ଶନିବାର ଆଶ୍ବିନ କୃଷ୍ଣ ପ୍ରତିପଦା ଠାରୁ ଆସନ୍ତା ଅମାବାସ୍ୟା ପର୍ଯ୍ୟନ୍ତ ୧୫ଦିନ ବ୍ୟାପି ପିତୃପକ୍ଷ ଦିବସ ଅବସରରେ ଶ୍ରୀକ୍ଷେତ୍ରର ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ତିଳ ତର୍ପଣ ପୂଜାର୍ଚ୍ଚନା ଆରମ୍ଭ ହୋଇଛି ।
ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବାକୁ ଯାଉଛନ୍ତି।
ମାର୍କେଟ ଆସୋସିଏଶନ୍ ଏବଂ ଭେଣ୍ଡିଂଜୋନ୍ ବ୍ୟବସାୟୀଙ୍କ ମଧ୍ୟରେ ବିବାଦର କୌଣସି ସମାଧାନ ହୋଇ ପାରି ନ ଥିବାରୁ ଶୁକ୍ରବାର ମଧ୍ୟ ଦିନ ତମାମ ୟୁନିଟ୍-୧ ହାଟ ବନ୍ଦ ରହିଥିଲା।
ଉତ୍ତର-ପୂର୍ବ ଏବଂ ତତ୍ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଉତ୍ତର-ପଶ୍ଚିମ ଦିଗ ଦେଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳକୁ ଗତି କରିବ।
ଖାଦ୍ୟ ପଦାର୍ଥରେ ଉତ୍ତମ ଗୁଣବତ୍ତା ବଜାୟ ରଖିବା ପାଇଁ ଫୁଡ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡ ଅଥୋରଟି ଅଫ ଇଣ୍ଡିଆ(ଏଫଏସଏସଏଆଇ) ଏକ ନୂଆ ନିୟମ ଲାଗୁ କରିଛନ୍ତି। ପାର୍ବଣ ଋତୁ ଆରମ୍ଭ ହୋଇଛି।
ଯଦି ଏଥର କିଛି ତଦନ୍ତରେ ନ ମିଳେ ତେବେ କ’ଣ ପ୍ରଧାନମନ୍ତ୍ରୀ ଇସ୍ତଫା ଦେବେ।
ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ମୁଖ୍ୟ ଏସ୍ ସୋମନାଥ ଗୁରୁବାର କହିଛନ୍ତି ଯେ ଚନ୍ଦ୍ର ମିସନ ଚନ୍ଦ୍ରଯାନ -୩ର ରୋଭର ‘ପ୍ରଜ୍ଞାନ’ଠାରୁ ଯାହା ଆଶା କରାଯାଉଥିଲା ତାହା ହାସଲ ହୋଇସାରିଛି।