ପୁଣି ବିଦେଶ ମାଟିର ସର୍ବେସର୍ବା ହେଲେ ଭାରତୀୟ ବଂଶୋଭବ, ସିଙ୍ଗାପୁରର ନୂଆ ରାଷ୍ଟ୍ରପତି ଥର୍ମନ୍ ଶାନମୁଗାରତ୍ନମ୍
ପୁଣି ବିଦେଶ ମାଟିର ସର୍ବେସର୍ବା ହେଲେ ଭାରତୀୟ ବଂଶୋଭବ। ସିଙ୍ଗାପୁରର ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଥର୍ମନ୍ ଶାନମୁଗାରତ୍ନମ୍ ବିଜୟୀ ହୋଇଛନ୍ତି।
Loading...
ପୁଣି ବିଦେଶ ମାଟିର ସର୍ବେସର୍ବା ହେଲେ ଭାରତୀୟ ବଂଶୋଭବ। ସିଙ୍ଗାପୁରର ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଥର୍ମନ୍ ଶାନମୁଗାରତ୍ନମ୍ ବିଜୟୀ ହୋଇଛନ୍ତି।
ଭାରତୀୟ ଫିଲ୍ମ ଇଣ୍ଡଷ୍ଟ୍ରୀରେ ନିଜର ଅତୁଳନୀୟ ଅଭିନୟ ଦ୍ଵାରା ନିଜର ଏକ ସ୍ଵତନ୍ତ୍ର ସ୍ଥାନ ତିଆରି କରିଛନ୍ତି ଅଭିନେତା ଆର ମାଧବନ।
ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଶନିବାର ସୃଷ୍ଟି ହେବାକୁ ଯାଉଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ତାହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି।
ଲଞ୍ଚପ୍ୟାଡରେ ତୟାର ଇସ୍ରୋର ୱାର୍କହର୍ସ PSLV-C 57 । ଏବେ କେବଳ ଅପେକ୍ଷା- ଶନିବାର ଦିନ ୧୧ଟା ୫୦କୁ । ଠିକ୍ ସମୟରେ ଭୂପୃଷ୍ଠକୁ ଛାଡ଼ିବ ଆଦିତ୍ୟ-L1 ।
ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନେତୃତ୍ବରେ ‘ଏକ ରାଷ୍ଟ୍ର, ଏକ ନିର୍ବାଚନ’ କମିଟି ଗଠନ କରିଛନ୍ତି କେନ୍ଦ୍ରସରକାର। ଏହି କମିଟି ଏକକ ନିର୍ବାଚନ ପାଇଁ ବିଭିନ୍ନ ଦିଗ ଉପରେ ବିଚାର କରିବ ଓ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ ।
ଏଣିକି ଅର୍ଥ ଦେଇ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ। ନୂଆ sop ସହ ମହାପ୍ରଭୁଙ୍କ ପରିମାଣିକ ଦର୍ଶନ ଆରମ୍ଭ କରିବାକୁ ଯାଉଛି ଶ୍ରୀମନ୍ଦିର ପ୍ରଶାସନ। ଏନେଇ ସୂଚନା ଦେଇଛି ମନ୍ଦିର ପ୍ରଶାସନ।
ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ହୁସେନ ଓବାମା ଆସନ୍ତା ଡିସେମ୍ବର ମାସରେ ଭାରତ ଆସିବେ। ଓବାମା ଓ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମା କର୍ଣ୍ଣାଟକର ମାଣ୍ଡ୍ୟା ଗସ୍ତରେ ଆସିବେ।
ଆସନ୍ତା ମାସ(ସେପ୍ଟେମ୍ବର) 18ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ ବସିବାକୁ ଯାଉଛି । ଏନେଇ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଆଜି ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଏହି ସ୍ବତନ୍ତ୍ର ଅଧିବେଶନ 18 ତାରିଖରୁ ଆରମ୍ଭ ହୋଇ 22 ତାରିଖରେ ଶେଷ ହେବ ।
ମାସ ଆରମ୍ଭରୁ ପାଖାପାଖି ପ୍ରତି କ୍ଷେତ୍ରରେ କିଛି କିଛି ପରିବର୍ତ୍ତନ ହେବ । ଏହି କ୍ରମରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ହେଉଛି ପ୍ରତି ବ୍ୟକ୍ତିଙ୍କ ପାଇଁ ନିତାନ୍ତ ଆବଶ୍ୟକ ରନ୍ଧନ ଏଲପିଜି ଗ୍ୟାସ ।
ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଛନ୍ତି ନୂଆ ଅତିଥି। ଗତକାଲି ନନ୍ଦନକାନ ଚିଡିଆଖାନାକୁ ଏକ ଯୋଡା ଗୋଲ୍ଡେନ୍ ହ୍ୟାଣ୍ଡେଡ୍ ଟାମାରିନ୍ ଏବଂ ସ୍କ୍ବିରେଲ୍ ମଙ୍କି ଅଣାଯାଇଛି।
ଆସନ୍ତା ୨୧ ତାରିଖରେ ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଅନୁଷ୍ଠିତ ହେବ ।ଏହି ଅଧିବେଶନ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ ।
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।