ଆଜି ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରିକଲା ପାଣିପାଗ ବିଭାଗ
ଆଜି ପୂର୍ବାହ୍ନ ସୁଦ୍ଧା ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ପରବର୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଅଧା ଓଡ଼ିଶାରେ ଘନ କୁହୁଡ଼ି ପଡ଼ିବାର ଆଶଙ୍କା ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍ଆରସି)ଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।