ଖରାଦିନେ ଝାଳର ଦୁର୍ଗନ୍ଧରୁ ମୁକ୍ତି ପାଇଁ ଆପଣାନ୍ତୁ ଘରୋଇ ଉପଚାର....
ଖରାଦିନେ ସାଧାରଣତଃ ଝାଳ ବୋହି ଶରୀରରୁ ଦୁର୍ଗନ୍ଧ ବାହାରିଥାଏ । ଏଥିପାଇଁ ମହିଳାମାନଙ୍କ ସୌନ୍ଦର୍ଯ୍ୟ ମଧ୍ୟ ଫିକା ପଡିଯାଏ । ତେବେ ବିଭିନ୍ନ ଘରୋଇ ଉପାୟରେ ଝାଳର ଗନ୍ଧ ଦୂରକରି କିଭଳି ଫ୍ରେଶ୍ ଅନୁଭବ କରିବେ ଜାଣନ୍ତୁ… ।
Loading...
ଖରାଦିନେ ସାଧାରଣତଃ ଝାଳ ବୋହି ଶରୀରରୁ ଦୁର୍ଗନ୍ଧ ବାହାରିଥାଏ । ଏଥିପାଇଁ ମହିଳାମାନଙ୍କ ସୌନ୍ଦର୍ଯ୍ୟ ମଧ୍ୟ ଫିକା ପଡିଯାଏ । ତେବେ ବିଭିନ୍ନ ଘରୋଇ ଉପାୟରେ ଝାଳର ଗନ୍ଧ ଦୂରକରି କିଭଳି ଫ୍ରେଶ୍ ଅନୁଭବ କରିବେ ଜାଣନ୍ତୁ… ।
ଆଜିଠୁ ଆରମ୍ଭ ହୋଇଛି ଘଟଗାଁ ମା ତାରିଣୀଙ୍କ ଚଇତି ପର୍ବ । ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ମାଆଙ୍କ ଚଇତି ପର୍ବ ଚାଲିବ ।
ଶନିବାର ନବନିର୍ବାଚିତ ବିଏମ୍ସି ମେୟର ସୁଲୋଚନା ଦାସ ଶପଥ ଗ୍ରହଣ କରିଛନ୍ତି। ବିଏମ୍ସି କନ୍ଫରେନ୍ସ ହଲ୍ରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ଗୃହ ଓ ନଗର ଉନ୍ନୟନ ବିଭାଗର ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ୍ ନାୟକ ତାଙ୍କୁ ଶପଥ ପାଠ କରାଇଛନ୍ତି।
କୁଖ୍ୟାତ ଆତଙ୍କବାଦୀ ତଥା ଜମାତ-ଉଦ-ଦାୱା ମୁଖ୍ୟ ହାଫିଜ ସଇଦକୁ ୩୧ ବର୍ଷ ଜେଲ ଦଣ୍ଡାଦେଶ। ପାକିସ୍ତାନର ଆତଙ୍କବାଦ ନିରୋଧୀ କୋର୍ଟ ଆଜି ୨ଟି ମାମଲାର ଶୁଣାଣି କରି ଜମାତ-ଉଦ-ଦାୱା ମୁଖ୍ୟ ହାଫିଜ ସଇଦକୁ ୩୧ ବର୍ଷ ଜେଲ ସଜା ଶୁଣାଇଛନ୍ତି। ଏହା ସହ କୋର୍ଟ ସଇଦର ସମସ୍ତ ସମ୍ପତ୍ତି ଜବତ କରିବାକୁ ନିର୍ଦେଶ ଦେଇଛନ୍ତି।
ସାଧରଣ ଲୋକେ ନେବେ କୋଭିଡ ବୁଷ୍ଟର ଡୋଜ । ଆସନ୍ତା ରବିବାରରୁ ଆରମ୍ଭ ହେବ ଟିକାକରଣ ପକ୍ରିୟା । ୧୮ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ ଦିଆଯିବ ବୁଷ୍ଟର ଡୋଜ ।
ପାକିସ୍ତାନରେ ଇମ୍ରାନ ଖାନ ସରକାର ବଳବତ୍ତର ରହିବ ନା କ୍ଷମତାଚ୍ୟୁତ ହେବ ତାହା ଆଜି ସ୍ପଷ୍ଟ ହୋଇଯିବ । ଆଜି ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲି ବା ସଂସଦରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟ ହେବ । ଅର୍ଥାତ୍ ସଂସଦରେ ଇମ୍ରାନ ସରକାରଙ୍କୁ ବହୁମତ ସାବ୍ୟସ୍ତ କରିବାକୁ ପଡିବ ।
ୟୁକ୍ରେନର ବୁଚା ସହରରେ ରୁଷର ଗଣସଂହାରକୁ ନେଇ ବିଶ୍ୱବ୍ୟାପୀ ତୀବ୍ର ପ୍ରତିକ୍ରିୟା ପାଉଥିବା ବେଳେ ବୁଚା ସହରକୁ ଗସ୍ତ କରିଛନ୍ତି ୟୁରୋପ ୟୁନିଅନ କମିଶନ ଅଧ୍ୟକ୍ଷା ଉର୍ସୁଲା ଭନ ଡେରଲିୟନ ।
ଆଜି ହାଇକୋର୍ଟ ଆସିବେ ବ୍ରହ୍ମପୁରର ଡାକ୍ତର ସୁମିତ ସାହୁ ଓ ତାଙ୍କ ପତ୍ନୀ ତପସ୍ୱିନୀ । ହାଇକୋର୍ଟଙ୍କ ମଧ୍ୟସ୍ଥତା କେନ୍ଦ୍ରରେ ହେବ ଏହି ପାରିବାରିକ ବିବାଦର ଆପୋଷ ସମାଧାନ। ମଧ୍ୟସ୍ଥତା କେନ୍ଦ୍ରରେ ଆପୋଷ ସମାଧାନ ପାଇଁ ମାର୍ଚ୍ଚ ୩୧ ତାରିଖରେ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ ।
ପଶ୍ଚିମ ଓଡ଼ିଶାରେ ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆସନ୍ତା ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋଓ୍ୱାର୍ଣ୍ଣିଂ ଜାରି କରିଛି।
ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଅପରାହ୍ଣ ୩ଟା ୩୦ରେ ରଥ ରଥ ଟଣା ହେବ । ଯାତ୍ରାପୂଜା ପାଇଁ ମଧ୍ୟାହ୍ନ ୧୨ଟାରୁ ୧୨ଟା ୩୦ ନୀତି ନିର୍ଘଣ୍ଟ ହୋଇଛି । ଅପରାହ୍ଣ ୧୨ଟା ୩୦ରୁ ଦେଢଟା ମଧ୍ୟରେ ଠାକୁରଙ୍କ ପହଣ୍ଡି ଓ ରଥାରୁଢ ହେବ ।
ଚଳିତ ବର୍ଷ ଗହିରମଥାରେ ୫ଲକ୍ଷ ୧ହଜାର କଇଁଛ ଅଣ୍ଡାଦାନ କରିଛନ୍ତି। ମାର୍ଚ୍ଚ ୨୫ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା। ଚଳିତ ବର୍ଷ ପ୍ରଥମ ଥର ପ୍ରଥମ ଦିନରେ ରେକର୍ଡ ସଂଖ୍ୟକ ୨ଲକ୍ଷ ୪୫ହଜାର କଇଁଛ ଅଣ୍ଡାଦାନ କରିଛନ୍ତି।
ଦିଲ୍ଲୀରେ ବିଭିନ୍ନ ମାଗଣା ଯୋଜନା ପ୍ରଣୟନ କରି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କ୍ଷମତା ବଜାୟ ରଖିବାରେ ସଫଳ ହୋଇଛନ୍ତି । ଏବେ ଦିଲ୍ଲୀର ବିଭିନ୍ନ ଯୋଜନାକୁ ନିଜ ନିଜ ରାଜ୍ୟରେ ପ୍ରଣୟନ କରିବାକୁ ଅଣ୍ଟା ଭିଡିଛନ୍ତି ମୁଖ୍ୟମନ୍ତ୍ରୀମାନେ ।