ଘରେ ବନାନ୍ତୁ ‘ରସୁଣ ମାଂସ’
ପ୍ରଥମେ ପ୍ୟାନରେ ତେଲକୁ ଗରମ କରି ଅଣ୍ଡା କୁ ଭାଜି କାଢି ରଖନ୍ତୁ । ପ୍ୟାନରେ ତେଲ ଗରମ କଞ୍ଚା ଲଙ୍କା କୁ ଭାଜନ୍ତୁ । ଏବେ ପିଆଜ ପକାଇ ସୁନେଲି ରଙ୍ଗ ଆସିବା ଯାଏ ଭାଜନ୍ତୁ । ଅଦା ରସୁଣ ପେଷ୍ଟ ପକାଇ ୧ ମିନିଟ ପାଇଁ ଭାଜନ୍ତୁ । ପରେ କଟା ବିଲାତି ପକାଇ ନରମ ହେବ ଯାଏ ରାନ୍ଧନ୍ତୁ ।