ଶେଷରେ ଜିତିଲେ ତପସ୍ଵିନୀ
ନ୍ୟାୟ ପାଇଁ ଦୀର୍ଘ ୪୪ଦିନର ସଂଘର୍ଷ ପରେ ଶେଷରେ ବୋହୂ ତପସ୍ବିନୀ ଦାଶ ତାଙ୍କର ହକ୍ ପାଇଛନ୍ତି। ତାଙ୍କ ଦ୍ବାରା ରୁଜୁ କରାଯାଇଥିବା ଏକ ଅପିଲ୍ର ଶୁଣାଣି କରି ଜିଲ୍ଲାଜଜ୍ ଆନନ୍ଦ ଚନ୍ଦ୍ର ବେହେରା ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି।
Loading...
ନ୍ୟାୟ ପାଇଁ ଦୀର୍ଘ ୪୪ଦିନର ସଂଘର୍ଷ ପରେ ଶେଷରେ ବୋହୂ ତପସ୍ବିନୀ ଦାଶ ତାଙ୍କର ହକ୍ ପାଇଛନ୍ତି। ତାଙ୍କ ଦ୍ବାରା ରୁଜୁ କରାଯାଇଥିବା ଏକ ଅପିଲ୍ର ଶୁଣାଣି କରି ଜିଲ୍ଲାଜଜ୍ ଆନନ୍ଦ ଚନ୍ଦ୍ର ବେହେରା ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି।
ଭୁବନେଶ୍ବର ଡିସିପି ଅଫିସରୁ ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ । କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ବିଏମସି । ଡିସିପି ଅଫିସରୁ ଏକାଧିକ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।
ପୁରୀକୁ ଫେରିଲା ମାଇକ୍ରୋ କଣ୍ଟେନମେଣ୍ଟ । ପୌରସଂସ୍ଥାର ୧୧ ନମ୍ବର ୱାର୍ଡ଼ର ହୋଟେଲ ସୋନା ଇଂଟରନ୍ୟାସନାଲ ଓ ତାର ଆଖାପାଖ ଅଂଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ କରୋନା ପଜିଟିଭ । ପଜିଟିଭ ଚିହ୍ନଟ ନେଇ କେଜ୍ରିଓ୍ଵାଲ ଟ୍ଵିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ପାଖରେ କରୋନାର ସମାନ୍ୟ ଲକ୍ଷଣ ଦେଖାଦେଇଛି ।
ଅଭିନେତା ଜନ୍ ଆବ୍ରାହାମ୍ ଏବଂ ପତ୍ନୀ ପ୍ରିୟା ରୁଞ୍ଚଲ୍ କୋଭିଡ୍-୧୯ ପଜିଟିଭ୍ ହୋଇଛନ୍ତି। ଏ ସଂକ୍ରାନ୍ତରେ ତାଙ୍କ ଇନ୍ଷ୍ଟାଗ୍ରାମ୍ ହ୍ୟାଣ୍ଡଲ୍ରେ ପ୍ରଶଂସକମାନଙ୍କୁ ସୂଚନା ଦେବା ସହ ‘ହୋମ୍ କ୍ବାରେଣ୍ଟିନ୍’ରେ ଥିବା କଥା କହିଛନ୍ତି।
ସମଗ୍ର ଦେଶ ସମେତ ରାଜଧାନୀ ନୂଆଦିଲ୍ଲୀରେ ଦୈନିକ କୋଭିଡ ସଂକ୍ରମଣ ତୀବ୍ର ବେଗରେ ବୃଦ୍ଧିପାଉଥିବାରୁ ଦିଲ୍ଲୀ ସରକାର ସମୁଦାୟ ରାଜଧାନୀ ଅଞ୍ଚଳରେ ହଳଦିଆ ସତର୍କ ସୂଚନା ଜାରି କରିଛନ୍ତି ।
ଶରୀରକୁ ସ୍ଵସ୍ଥ ରଖିବା ପାଇଁ ଖାଦ୍ଯପେୟ ସଠିକ ହେବା ଆବଶ୍ୟକ ଅଟେ। ଶକ୍ତିଶାଳୀ ଶରୀର ଆପଣଙ୍କୁ ସମସ୍ତ ରୋଗରୁ ରକ୍ଷା କରିବାରେ କାମ ଆସିବ।
ଆସନ୍ତାବର୍ଷ ପଞ୍ଜାବ ସମେତ ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ଏହାପୂର୍ବରୁ ଟାଇମ୍ସ ନାଓ ନବଭାରତ ପାଇଁ ଭେଟୋ ନାମକ ଗୋଟିଏ ସଂସ୍ଥା ଲୋକଙ୍କ ମତକୁ ନେଇ ସର୍ଭେ ରିପୋର୍ଟ ପ୍ରକାଶ କରିଛି।
ଅଫିମ ଚାଷ ଉପରେ ପ୍ରତିବନ୍ଧକ ଲଗାଇବା ପରେ ତାଲିବାନ ଦେଶରେ ନିଶା ଦ୍ରବ୍ୟ ଉପରେ ଆଉ ଏକ ରୋକ ଲଗାଇଛି । ରାଜଧାନୀ କାବୁଲର ଡ୍ରେନ୍ରେ ଆଫଗାନିସ୍ତାନ ଗୁପ୍ତଚର ଏଜେଣ୍ଟମାନେ ପ୍ରାୟ ୩ ହଜାର ଲିଟର ମଦ ଫିଙ୍ଗିଦେଇଛନ୍ତି ।
ବର୍ତମାନ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବାରୁ, ତାକୁ ନିୟନ୍ତ୍ରଣ କରିବା ପାଇଁ ଏହି ବର୍ଗର ସମସ୍ତ ପିଲାଙ୍କୁ ଯେମିତି ଟିକାର ପ୍ରଥମ ଡୋଜ୍ ଗୋଟିଏ ମାସ ଭିତରେ ଦିଆଯିବ ସେହି ଲକ୍ଷ୍ୟ ରଖି କାର୍ଯ୍ୟ କରୁଛନ୍ତି ସରକାର ।
ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ପରେ ଆଜିଠୁ ପୁଣି ଦର୍ଶନ ସୁଯୋଗ ପାଇବେ ଭକ୍ତ। ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଥିବାରୁ ଆଜି ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ଜମିଛି।
ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲାଯିବା ନିଷ୍ପତ୍ତିକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି।