ୟୁକ୍ରେନ୍ର ୪୨ ସହର ଏବେ ରୁଷ୍ ଦଖଲରେ
ଗତକାଲିଠାରୁ ରୁଷ୍ ଉତ୍ତର ପୂର୍ବ ୟୁକ୍ରେନ୍ରେ ଭୟଙ୍କର ଆକ୍ରମଣ ଆରମ୍ଭ କରିଛି। ରୁଷ୍ ଏଠାରେ ୪୨ରୁ ଅଧିକ ସହର ନିଜ ଦଖଲକୁ ନେଇ ସାରିଛି। ୟୁକ୍ରେନ୍ ଅଧିକାରୀମାନେ ଏହା ସ୍ବୀକାର କରିଛନ୍ତି।
Loading...
ଗତକାଲିଠାରୁ ରୁଷ୍ ଉତ୍ତର ପୂର୍ବ ୟୁକ୍ରେନ୍ରେ ଭୟଙ୍କର ଆକ୍ରମଣ ଆରମ୍ଭ କରିଛି। ରୁଷ୍ ଏଠାରେ ୪୨ରୁ ଅଧିକ ସହର ନିଜ ଦଖଲକୁ ନେଇ ସାରିଛି। ୟୁକ୍ରେନ୍ ଅଧିକାରୀମାନେ ଏହା ସ୍ବୀକାର କରିଛନ୍ତି।
ରୁଷ୍-ୟୁକ୍ରେନ୍ ଯୁଦ୍ଧ ବେଳେ ଯୁଦ୍ଧକ୍ଷେତ୍ରରେ ମୋବାଇଲ୍ ଫୋନ୍ ଯୋଗୁଁ ଜଣେ ସୈନିକ ଗୁଳି ଚୋଟରୁ ରକ୍ଷା ପାଇଥିବା ଭିଡିଓ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେଉଛି।
ଆନନ୍ଦବଜାରରେ ଅଣସୁଆରଙ୍କ ମହାପ୍ରସାଦ ବିକ୍ରିରେ ଲାଗିବ କଟକଣା। କେବଳ ସ୍ବତ୍ବଲିପି ସ୍ୱୀକୃତ ସୁଆର ମହସୁଆରଙ୍କୁ ମହାପ୍ରସାଦ ବିକ୍ରି ପାଇଁ ମିଳିବ ଅନୁମତି। ଏଥିସହ କେବଳ ତାଲିକା ଅନୁସାରେ ବୋଝିଆଙ୍କୁ ମିଳିବ ଅନୁମତି।
ଆସନ୍ତାକାଲିଠୁ ୩ ଦିନ ପାଇଁ କିଛି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୫ ତାରିଖ ପାଇଁ ବଲାଙ୍ଗିର, ବୌଦ୍ଧ ଓ ସୋନପୁର ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ନେଇ ସତର୍କ ସୂଚନା ଜାରି ହୋଇଛି ।
ପୁଣି ସମସ୍ୟାରେ ପଡ଼ିଛନ୍ତି କଣ୍ଟ୍ରୋଭର୍ସି କୁଇନ୍ ରାଖୀ ସାୱନ୍ତ। ତାଙ୍କ ନାଁରେ ଥାନାରେ ଦିଆଯାଇଛି ଏଫ୍ଆଇଆର। ଆଦିବାସୀଙ୍କ ପୋଷାକକୁ ଉପହାସ କରିବା ଅଭିଯୋଗରେ ଝାଡ଼ଖଣ୍ଡର ରାଞ୍ଚିରେ ତାଙ୍କ ବିରୋଧରେ ଦିଆଯାଇଛି ଏଫ୍ଆଇଆର୍।
ରୁଷ-ୟୁକ୍ରେନ ଯୁଦ୍ଧ, ଜାହାଙ୍ଗୀରପୁରୀ ବିବାଦ ଏବଂ ଲାଉଡସ୍ପିକର ଉପରେ ଚାଲିଥିବା ବିତର୍କକୁ ନେଇ ଯେଉଁଭଳି ଭାବେ ଖବର ପ୍ରକାଶିତ ବା ପ୍ରସାରଣ କରାଯାଉଛି, ଏହାକୁ ନେଇ ଆପତ୍ତି ଉଠାଇଛି ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ।
ସଂଯୁକ୍ତ ରାଷ୍ଟ୍ର ମହାସଚିବ ଏନ୍ତୋନିୟୋ ଗୁତାରେସ ଆସନ୍ତା ସପ୍ତାହରେ ଋଷ ରାଷ୍ଟ୍ରପତି ପୁଟିନଙ୍କୁ ଭେଟିବାକୁ ମସ୍କୋ ଯିବେ । ଏହି କ୍ରମରେ ସେ ଉଭୟ ଦେଶ ମଧ୍ୟରେ ଶାନ୍ତି ଫେରାଇ ଆଣିବାକୁ ପୁଟିନଙ୍କ ସହ ଆଲୋଚନା କରିବେ । ଏହାପରେ ୟୁକ୍ରେନ ରାଷ୍ଟ୍ରପତିଙ୍କୁ ଭେଟି ଆଲୋଚନା କରିବାର ବି କାର୍ଯ୍ୟକ୍ରମ ରହିଛି । ଶୁକ୍ରବାର ଦିନ ଏନେଇ ବିଶ୍ୱ ସଂସ୍ଥା ସୂଚନା ଦେଇଛି ।
ଆଇଏଏସ୍ ଟିନା ଡାବି ଏବଂ ଆଇଏଏସ୍ ପ୍ରଦୀପ ଗୱାଣ୍ଡେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି । ଜୟପୁରର ଏକ ପଞ୍ଚ ତାରକା ହୋଟେଲରେ ଦୁହେଁ ପରସ୍ପରର ଜୀବନସାଥୀ ହୋଇଛନ୍ତି । ବିବାହର ପ୍ରଥମ ଫଟୋ ମଧ୍ୟ ସାମ୍ନାକୁ ଆସିଛି ।
ଆଜିଠୁ ଆରମ୍ଭ ହୋଇ ଆସନ୍ତା ମେ୨ ପର୍ଯ୍ୟନ୍ତ ଚାଲିବ ଆଦିବାସୀ ମେଳା । ଭୁବନେଶ୍ବରର ଇଡିକୋ ପ୍ରଦର୍ଶନୀ ପଡିଆ ୟୁନିଟ ୩ରେ ଏହା ଆରମ୍ଭ ହେବ ।
ତତଲା ତାୱାରେ ଭାଜି ହେଉଛି ସାରା ଓଡିଶା । ଗତ କିଛି ଦିନ ହେବ ରାଜ୍ୟରେ ଅଧିକାଂଶ ଜିଲାରେ ପ୍ରଚଣ୍ଡ ଖରା ଅନୁଭବ ହେଉଛି। ଏକ ସପ୍ତାହ ମଧ୍ୟରେ ବଲାଙ୍ଗୀର,ଅନୁଗୁଳ ଆଦି ସ୍ଥାନରେ ସର୍ବାଧିକ ତାପମାତ୍ରା ଅନୁଭୁବ ହେଉଥିବା ବେଳେ ଆଜି ଖରା ତାତିରେ ରେକର୍ଡ ଭାଙ୍ଗିଛି ରାଜଧାନୀ ଭୁବନେଶ୍ୱର।
ଆସନ୍ତା ୨୯ ତାରିଖରୁ ଭକ୍ତମାନେ ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର ଦେଇ ପ୍ରବେଶ କରି ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ। ଏହାସହ ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ପ୍ରସ୍ତାନ କରିବେ। ଗତକାଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
କେନ୍ଦ୍ରୀୟ ଜୋନ୍ ସ୍କ୍ବାଡ୍ରେ ସର୍ବାଧିକ ୫୮ ଜଣ ସଦସ୍ୟ ରହିଥିବା ବେଳେ ସମ୍ବଲପୁର ଜୋନାଲ୍ ସ୍କ୍ବାଡ୍ରେ ୩୫, ବାରିପଦା ଓ ବ୍ରହ୍ମପୁର ଜୋନାଲ୍ ସ୍କ୍ବାଡ୍ରେ ୩୦ ଜଣ ଲେଖାଏ ସଦସ୍ୟ ରହିଛନ୍ତି।