ସରୋଗେସୀ ଜରିଆରେ ଜାଆଁଳା ପିଲା ହେବାପରେ ଅଡୁଆରେ ନୟନତାରା ଓ ତାଙ୍କ ସ୍ଵାମୀ
ତାମିଲ ଷ୍ଟାର୍ ନୟନତାରା ଓ ତାଙ୍କ ସ୍ୱାମୀ ବିଘ୍ନେଶ ଶିବନ ସରୋଗେସୀ ଉପାୟରେ ଦୁଇ ଜାଆଁଳା ପିଲାର ବାପାମା ହୋଇଛନ୍ତି। ଏହି ସେଲିବ୍ରେଟି କପଲ ନିଜ ପିଲାକୁ ପାଖରେ ପାଇ ଖୁସି ମନାଉଥିବା ବେଳେ ପଛରେ ପଡ଼ିଯାଇଛନ୍ତି ସରକାର।
Loading...
ତାମିଲ ଷ୍ଟାର୍ ନୟନତାରା ଓ ତାଙ୍କ ସ୍ୱାମୀ ବିଘ୍ନେଶ ଶିବନ ସରୋଗେସୀ ଉପାୟରେ ଦୁଇ ଜାଆଁଳା ପିଲାର ବାପାମା ହୋଇଛନ୍ତି। ଏହି ସେଲିବ୍ରେଟି କପଲ ନିଜ ପିଲାକୁ ପାଖରେ ପାଇ ଖୁସି ମନାଉଥିବା ବେଳେ ପଛରେ ପଡ଼ିଯାଇଛନ୍ତି ସରକାର।
ଫିଫା ଫୁଟବଲ୍ ଫର ସ୍କୁଲ୍ ହେଉଛି ସ୍କୁଲ୍ସ୍ତରରେ ଫୁଟବଲ୍ର ବିକାଶ ପାଇଁ ଏକ ପ୍ରୟାସ । ଫୁଟବଲ୍ର ବିକାଶ ନେଇ ଫିଫା ଜରିଆରେ ଭାରତରେ ଏଭଳି ପ୍ରୟାସ ନୂତନ ଓ ପ୍ରଥମ ଥର ପାଇଁ କରାଯାଇଛି ।
ଏଥର ଦିପାବଳୀରେ ମଧ୍ୟ ଦିଲ୍ଲୀରେ ଫୁଟିବନି ବାଣ । ରାଜଧାନୀ ଦିଲ୍ଲୀରେ ଦୀପାବଳିରେ ବାଣ ଫୁଟାଇବା ଉପରେ ଲାଗିଥିବା କଟକଣା ଜାରି ରହିବ। ବିଜେପି ନେତା ମନୋଜ ତିୱାରୀ ଦିଲ୍ଲୀରେ ଆତସବାଜିକୁ ଅନୁମତି ଦେବା ପାଇଁ ଯାଚିକା ଦାଖଲ କରିଥିଲେ ।
ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ୍ ଡି.ୱାଇ ଚନ୍ଦ୍ରଚୂଡ। ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ ନିଜର ଉତ୍ତରାଧିକାରୀ ଭାବେ ଜଷ୍ଟିସ୍ ଚନ୍ଦ୍ରଚୂଡଙ୍କ ନାଁ ସୁପାରିଶ କରିଛନ୍ତି। ଏନେଇ ସେ ସରକାରଙ୍କୁ ଚିଠି ଲେଖି ଜଣାଇଛନ୍ତି।
ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୁରଜ । ଧାମନଗର ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ସୁରଜ । ବାପା ସ୍ବର୍ଗତ ବିଷ୍ଣୁ ସେଠୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ନିରାଡ଼ମ୍ବର ଭାବେ ନାମାଙ୍କନ ଭରିଲେ ।
ସିନେଜଗତର ଶେହନଶାହ ଅମିତାଭ ବଚ୍ଚନ ୮୦ ବର୍ଷରେ ପାଦ ଦେଇଛନ୍ତି । କେବଳ ଭାରତ ନୁହେଁ, ବିଶ୍ବର କୋଣଅନୁକୋଣରୁ ତାଙ୍କୁ ଅଭିନନ୍ଦନର ସୁଅ ଛୁଟୁଛି। ୧୯୪୨ ଅକ୍ଟୋବର ୧୧ରେ ବିଗ୍ ବି ଅମିତାଭ ବଚ୍ଚନ ଜନ୍ମଗ୍ରହଣ କରିଥିଲେ।
ଆଜିଠୁ କମ୍ପିବ କଳିଙ୍ଗ ଷ୍ଟାଡିୟମ। ଚାଲିବ ଫିଫା ବିଶ୍ବକପ ଫିଭର। ଅଣ୍ଡର-17 ମହିଳା ଫିଫା ବିଶ୍ବକପର ମଜା ନେବେ ଦର୍ଶକ। ସଂଧ୍ୟା ୮ଟାରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାକୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ସମାଜବାଦୀ ପାର୍ଟି ମୁଖ୍ୟ ମୁଲାୟମ ସିଂ ଯାଦବଙ୍କ ଦେହାନ୍ତ ପରେ ଆଜି ଅନୁଷ୍ଠିତ ହେବ ଶେଷକୃତ୍ୟ । ଶେଷକୃତ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଅକ୍ଟୋବର ତୃତୀୟ ସପ୍ତାହବେଳକୁ ବାତ୍ୟା ଆଶଙ୍କା କ୍ରମଶଃ ଦୃଢ଼ୀଭୂତ ହେବାରେ ଲାଗିଛି । ଅତି ଭୀଷଣ ରୂପ ନେବ । ୨୧ ରୁ ୨୨ ତାରିଖ ମଧ୍ୟରେ ପାରାଦୀପରୁ ବାଲେଶ୍ୱର ଭିତରେ ମାଡ଼ ହେଇପାରେ। ଆନ୍ତର୍ଜାତିକ ପାଣିପାଗ ସଂସ୍ଥା ଟ୍ରପିକାଲ୍ ଟିଡ୍ବିଟ୍ସର ପୂର୍ବାନୁମାନ ଚିତ୍ରରେ ଏଭଳି ଆକଳନ କରାଯାଉଛି ।
ଅକ୍ଟୋବର ୨୫ ତାରିଖ ମଙ୍ଗଳବାର କାର୍ତ୍ତିକ ଅମାବାସ୍ୟା ଦିନ ଗ୍ରସ୍ତାସ୍ତ ସୂର୍ଯ୍ୟୋପରାଗ ହେବ। ଗ୍ରସ୍ତାସ୍ତ ସୂର୍ଯ୍ୟୋପରାଗ କହିଲେ ପରାଗ ଥାଇ ସୂର୍ଯ୍ୟ ଅସ୍ତ ହୋଇଯିବ। ତାହା ପରଦିନ ଅର୍ଥାତ୍ ୨୬ ତାରିଖ ବୁଧବାର ସୂର୍ଯ୍ୟୋଦୟ ପରେ ମୋକ୍ଷ ପ୍ରାପ୍ତି, ଦେବନୀତି ଓ ପାକ ଆରମ୍ଭ ହେବ।
ଭୁବନେଶ୍ୱର ୧ ନମ୍ବର ହାଟରେ କୁଢ କୁଢ ଅଳିଆ, ଆକ୍ସନ ମୋଡରେ ବିଏମ୍ସି କମିଶନର । ଡଷ୍ଟବିନ ବ୍ୟବହାର କରୁନଥିବାରୁ ଉଠୁନି ଅଳିଆ, ବିଏମ୍ସିର ନିର୍ଦ୍ଦେଶକୁ ମାନୁନାହାଁନ୍ତି ବ୍ୟବସାୟୀ ।
ଆପଣ ହଠାତ୍ ରାତି ଅଧରେ କୌଣସି ସହରରେ ପହଞ୍ଚିଲେ ଦୋକାନ ବଜାର ସହ ହୋଟେଲ ମଧ୍ୟ ବନ୍ଦ ଦେଖିବାକୁ ପାଇବେ । ଫଳରେ ଆପଣଙ୍କୁ କେଉଁ ରେଲେଓ୍ଵ ଷ୍ଟେସନ କିମ୍ବା ବସ ଷ୍ଟପ୍ରେ ରାତି କଟାଇବାକୁ ପଡିବ । କାରଣ ସକାଳ ହେଲେ ହିଁ ଆପଣଙ୍କୁ ହୋଟେଲ ଓ ଦୋକାନ ବଜାର ଖୋଲା ମିଳିବ ।