ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଓଲିଉଡ୍ର ଚକୋଲେଟ୍ ହିରୋ ବାବୁସାନ୍ ମହାନ୍ତି ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡ଼ିଛି।
ଓଲିଉଡ୍ର ଚକୋଲେଟ୍ ହିରୋ ବାବୁସାନ୍ ମହାନ୍ତି ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡ଼ିଛି। ଶରୀରରେ ଅକ୍ସିଜେନ ସ୍ତର କମି ଯିବାରୁ ସେ ଅସୁସ୍ଥ ହୋଇ ପଡିଥିଲେ। ଏହାପରେ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଗତ ୬ ଦିନ ହେବ ବାବୁସାନ୍ଙ୍କ ଚିକିତ୍ସା ଚାଲିଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଫିଲ୍ମ ‘ଦମନ୍’ର ପ୍ରମୋସନ୍ ପାଇଁ ଲେହେରୁ ପାଙ୍ଗଙ୍ଗ୍ ଯାଇଥିବା ବେଳେ ସେଠାରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ଶରୀରରେ ଅକ୍ସିଜେନ୍ ସ୍ତର କମି ଯିବା ପରେ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ହସ୍ପିଟାଲ୍ରେ ବାବୁସାନ୍ଙ୍କ ପାଖରେ ସ୍ତ୍ରୀ ତୃପ୍ତି ଥିବା ଜଣାପଡ଼ିଛି।
ପ୍ରାୟ ତିନି ଚାରି ଦିନ ହେଲା ସେ ଚିକିତ୍ସାଧୀନ ଅଛନ୍ତି । ପୂର୍ବ ଅପେକ୍ଷା ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିଛି ବୋଲି କୁହାଯାଉଛି । ଏହି ଖବର ସହ ସେ ଡାକ୍ତରଖାନା ବେଡ୍ରେ ଶୋଇଥିବାର ଏକ ଫଟୋ ମଧ୍ୟ ଭାଇରାଲ ହୋଇଛି । ଯଦିଓ ବାବୁସାନଙ୍କର ନିକଟତମ ସୂତ୍ରରୁ ତାଙ୍କ ଅସୁସ୍ଥତା ବିଷୟରେ ସୂଚନା ମିଳିଛି ତେବେ ତାଙ୍କ ପରିବାର ତରଫରୁ ଏ ନେଇ କୌଣସି ସୂଚନା ଦିଆଯାଇ ନାହିଁ । ଆମେ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛୁ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।