Loading...

ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି (୨୩ ତାରିଖ) ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ।

ଆସନ୍ତାକାଲି (୨୩ ତାରିଖ) ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ। ରାତି ୧୦ଟା ପରେ ଦର୍ଶନ ସ୍ବାଭାବିକ ହେବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। 

ସୂଚନାନୁସାରେ, ବୁଧବାର ଶ୍ରାବଣ-ଶୁକ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।ଶ୍ରୀମନ୍ଦିର ପ୍ରଶାସନ ଓ ଦତ୍ତ ମହାପାତ୍ର ସେବକଙ୍କ ଭିତରେ ଦେଢ଼ ମାସ ଧରି ଲାଗି ରହିଥିବା ବିବାଦର ଅନ୍ତ ଘଟିବା ପରେ ଗତ ୯ ତାରିଖରେ ପ୍ରାୟ ଦେଢ଼ ମାସ ପରେ ବନକଲାଗି ହୋଇଥିଲା। ଏହି ବିବାଦ ଯୋଗୁ ଚଳିତ ବର୍ଷ ନୀଳାଦ୍ରି ବିଜେଠାରୁ ବନକଲାଗି ହୋଇ ନଥିଲା।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.