ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଏଣିକି ଓଡ଼ିଆ ଭାଷାରେ ଦେଇ ହେବ ଓଏଏସ ପରୀକ୍ଷା ପ୍ରିଲିମ୍, ମେନ୍ ଓ ଇଣ୍ଟଭର୍ୟୁ । ସବୁ କିଛି ଏବେ ଓଡ଼ିଆରେ ହେବ । ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ ପ୍ରଶ୍ନପତ୍ର । ଗଲା କ୍ୟାବିନେଟ୍ରେ ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତିକୁ ନେଇ ପରୀକ୍ଷାର୍ଥୀ ଉତ୍ସାହିତ ତ ଅଛନ୍ତି, ହେଲେ ଦ୍ୱନ୍ଦ୍ୱ ବି କମ୍ ନାହିଁ ।
ଏଣିକି ଓଡ଼ିଆ ଭାଷାରେ ଦେଇ ହେବ ଓଏଏସ ପରୀକ୍ଷା ପ୍ରିଲିମ୍, ମେନ୍ ଓ ଇଣ୍ଟଭର୍ୟୁ । ସବୁ କିଛି ଏବେ ଓଡ଼ିଆରେ ହେବ । ଉଭୟ ଓଡିଆ ଏବଂ ଇଂରାଜୀ ଭାଷାରେ ପ୍ରସ୍ତୁତ ହେବ ପ୍ରଶ୍ନପତ୍ର । ଗଲା କ୍ୟାବିନେଟ୍ରେ ରାଜ୍ୟ ସରକାରଙ୍କ ଏ ନିଷ୍ପତ୍ତିକୁ ନେଇ ପରୀକ୍ଷାର୍ଥୀ ଉତ୍ସାହିତ ତ ଅଛନ୍ତି, ହେଲେ ଦ୍ୱନ୍ଦ୍ୱ ବି କମ୍ ନାହିଁ । ତାର କାରଣ ହେଉଛି ଷ୍ଟଡି ମାଟେଲିଆଲ୍ । କାରଣ ବଜାରରେ ଏଯାଏଁ ଓଡିଆ ଭାଷାରେ ଷ୍ଟଡି ମାଟେରିଆଲ୍ ଉଲଲବ୍ଧ ନାହିଁ । ସେହିପରି ସରକାରଙ୍କ ପକ୍ଷରୁ କୌଣସି କୋଚିଂ ବୁକ୍ ବି ପ୍ରସ୍ତୁତ ହୋଇନାହିଁ । ଏଭଳି ସ୍ଥିତିରେ ବିଶେଷ କରି ଉପାନ୍ତ ଅଞ୍ଚଳର ପରୀକ୍ଷାର୍ଥୀ ଓଏଏସ୍ ପାଇଁ ପ୍ରସ୍ତୁତ ହେବେ ତ କେମିତି ହେବେ ? ଅନ୍ୟପଟେ ଶିକ୍ଷାବିତ୍ଙ୍କ ମତ ଯେ ବର୍ତ୍ତମାନ ପରିସ୍ଥିତିରେ ପିଲାଙ୍କୁ ଓଡିଆରେ ଷ୍ଟଡି ମାଟେରିଆଲ୍ ଯୋଗାଇବା ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ।
ସେପଟେ ଷ୍ଟଡ଼ି ମାଟେରିଆଲ୍ ସମସ୍ୟା ଦୂର କରିବା ଲାଗି ପ୍ରସ୍ତୁତି ଆରମ୍ଭ କରିଛି ଓଡ଼ିଆ ଅଧ୍ୟୟନ ଓ ଗବେଷଣା ସଂସ୍ଥା । ପୂର୍ବରୁ ଇଞ୍ଜିନିୟରିଂ ଏବଂ ଆଇଏଏସ୍ ପରୀକ୍ଷା ପାଇଁ ସଂସ୍ଥା ପୁସ୍ତକ ପ୍ରସ୍ତୁତି କରିସାରିଛି । ତେଣୁ ଏବେ ସରକାରଙ୍କ ଅନୁମତି ମିଳିଲେ ଆଶାୟୀଙ୍କୁ କୋଚିଂ ସହ ଅନ୍ ଲାଇନ୍ କ୍ଲାସ୍ ଏବଂ ଓଡ଼ିଆ ଷ୍ଟଡି ମାଟେରିଆଲ୍ ଯୋଗାଯାଇପାରିବ ବୋଲି ସଂସ୍ଥା ପକ୍ଷରୁ କୁହାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।