ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପୂର୍ବ ଦିଗରେ ଗତି କରୁଛି । ସୃଷ୍ଟି ହୋଇଥିବା ଲଘୁଚାପ ବର୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରିଭୁତ ହୋଇଛି ।
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପୂର୍ବ ଦିଗରେ ଗତି କରୁଛି । ସୃଷ୍ଟି ହୋଇଥିବା ଲଘୁଚାପ ବର୍ତମାନ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରିଭୁତ ହୋଇଛି । ଏହା ଧିରେ ଧିରେ ପୂର୍ବ ଓ ଉତ୍ତରପୂର୍ବ ଦିଗରେ ଗତି କରିବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୧୯ ତାରିଖ ସକାଳ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଦକ୍ଷିଣ ଆଣ୍ଡାମନ ସାଗରରେ ୱେଲମାର୍କ ଲୋ-ପ୍ରେସରରେ କେନ୍ଦ୍ରିଭୂତ ହେବ ।
ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଆଣ୍ଡାମାନ ନିକୋବର ଦୀପପୁଂଜ ପାଖରେ ଗତି କରିବ । ୨୦ ତାରିଖ ସୁଦ୍ଧା ଅବପାତରେ ପରିଣତ ହେବ । ୨୧ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହୋଇପାରେ ବୋଲି ଆକଳନ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଂଜୟ ମହାପାତ୍ର । ଏହି ସମ୍ଭାବ୍ୟ ସାମୁଦ୍ରିକ ଝଡ ୨୩ ତାରିଖ ସକାଳ ସୁଦ୍ଧା ବାଂଲାଦେଶ- ମିଆଁମାର ପାଖରେ ପହଂଚିବ । ଏହାର ପ୍ରଭାବରେ ଆସନ୍ତା ୧୯ ତାରିଖରୁ ଆଣ୍ଡାମାନ ନିକୋବର ଦୀପପୂଂଜ ଓ ଏହାର ଆଖପାଖ ସାମୁଦ କୂଳବର୍ତ୍ତି ଅଂଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।