EnewsOdia.Com

ଶୀତରେ କେମିତି ସୁରକ୍ଷିତ ରହିବେ, ପଢ଼ନ୍ତୁ କିଛି ଟିପ୍ସ

ଏବେ ଅସହ୍ୟ ଥଣ୍ଡାରେ ଥରୁଛି ଓଡ଼ିଶା । ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତେବେ ଏହି ଶୀତରେ ନିଜକୁ କେମିତି ସୁରକ୍ଷିତ ରଖିବେ ସେ ନେଇ ଆପଣଙ୍କୁ କିଛି ଟିପ୍‌ସ କହୁଛୁ ।

୧- ବଢ଼ୁଥିବା ଶୀତକୁ ଦୃଷ୍ଟିରେ ରଖି, ଯଥା ସମ୍ଭବ ଘର ଭିତରେ ରୁହନ୍ତୁ ଏବଂ ଏକୁଟିଆ ରହୁଥିବା ବୟସ୍କ ବ୍ୟକ୍ତି ଓ ଶିଶୁଙ୍କ ପ୍ରତି ବିଶେଷ ଧାନ ରଖନ୍ତୁ ।
୨- ଘରୁ ବାହାରକୁ ବାହାରିଲେ, ସ୍ୱେଟର୍, ଟୋପି, ପାଦରେ ଜୋତା ମୋଜା ବ୍ୟବହାର କରନ୍ତୁ।


୩-ଜେନେରେଟର୍, କିରୋସିନ୍ ଲଣ୍ଠନ ଲଗାଇଲେ ଶୋଇବା ପୂର୍ବରୁ ବିଷାକ୍ତ ଧୂଆଁ ଘର ବାହାରକୁ ଯିବାର ବ୍ୟବସ୍ଥା କରନ୍ତୁ ।
୪- ରୋଷେଇ ସମୟରେ ଏବଂ ନିଆଁ ପୋଇବା ବେଳେ ଯଥେଷ୍ଟ ଧ୍ୟାନ ରଖନ୍ତୁ ।
୫-ଗରମ ଖାଦ୍ୟ ଖାଆନ୍ତୁ, ଉଷୁମ ପାଣି ପିଅନ୍ତୁ ।


୬-ଗୃହପାଳିତ, ପଶୁ, ପକ୍ଷୀଙ୍କୁ ରାତିରେ ବାହାରେ ରହିବାକୁ ଦିଅନ୍ତୁ ନାହିଁ।
୭-ଶୀତ ଯୋଗୁଁ ଅସୁସ୍ଥତା ଅନୁଭବ କଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।
୮-ଶୀତ ପ୍ରବାହ ଜାଣିବା ପାଇଁ ଗଣମାଧ୍ୟମରେ ଦିଆଯାଉଥିବା ସୂଚନା ପ୍ରତି ଧ୍ୟାନ ଦିଅନ୍ତୁ।

ପଢନ୍ତୁ: ତକିଆରେ ମୁଣ୍ଡ ନ ରଖି ଶୋଇଲେ ମିଳିବ ଅନେକ ଫାଇଦା

ସମ୍ବନ୍ଧିତ ଖବର

ମହିଳା ମାନେ ହାତରେ ଚୁଡି ପିନ୍ଧିବା ଦ୍ୱାରା ମିଳିଥାଏ ଏହି ସବୁ ଫାଇଦା

Ratnamani Maharana

ଜାଣି ନିଅନ୍ତୁ କରୋନା ଭାଇରସର ଲକ୍ଷଣ ଓ ମୁକାବିଲା କରିବାର ଉପାୟ

Ratnamani Maharana

କାନ ଫୋଡ଼ିବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ

Ratnamani Maharana

ଗ୍ରିନ୍ କଫି ସାହାର୍ଯ୍ୟରେ କମାନ୍ତୁ ଓଜନ, ଜାଣନ୍ତୁ କିପରି

Ratnamani Maharana

ଶୀତ ଦିନେ କ’ଣ ପାଇଁ ମାଛ ଖାଇବା ଦରକାର? ଜାଣନ୍ତୁ ଏହାର ୭ଟି ଫାଇଦା

Ratnamani Maharana

ହେୟାର୍‌ ଡ୍ରାୟର୍‌ କେଶ ଶୁଖାଇବା ସହ କରିଥାଏ ଏହି ସବୁ କାମ

Ratnamani Maharana