LIFESTYLE

ନୀତିଦିନ ବାଇଗଣ ଖାଇବା ଦ୍ଵାରା ମିଳିଥାଏ ଅନେକ ଫାଇଦା! ଜାଣନ୍ତୁ

କେତେକ ଲୋକ ବାଇଗଣ ଖାଇବାକୁ ପସନ୍ଦ କରିଥାନ୍ତି ଆଉ କେତେକ ପସନ୍ଦ କରିନଥାନ୍ତି। କିନ୍ତୁ  ବାଇଗଣ ଖାଇବା ଶରୀର ପାଇଁ ବେଶ ଲାଭଦାୟକ। ଦୈନିକ ବାଇଗଣ ଖାଇବା ଶରୀର ପାଇଁ ଭଲ।

ଆସନ୍ତୁ ଜାଣିବା ଏହାର ଉପକାରିତା ସମ୍ପର୍କରେ-

  • ବାଇଗଣ ପୋଡାକୁ ଗୋଟା ଖାଇଲେ କାଶ ସମସ୍ୟାରୁ ମୁକ୍ତି ମିଳେ। ସକାଳୁ ଖାଲି ପେଟରେ ବାଇଗଣ ଭର୍ତ୍ତାରେ ଅଳ୍ପ ଚିନି ମିଶାଇ ଖାଇଲେ ରକ୍ତଜନିତ ରୋଗର ଆଶଙ୍କା କମ୍ ହୁଏ। ଗବେଷକଙ୍କ ମତରେ ବିଷାକ୍ତ ଛତୁ ଖାଇଦେଲେ ,ଗୋଟା ବାଇଗଣକୁ ଚକଟି ତୁରନ୍ତ ଖାଇଲେ ବିଷ କ୍ରିୟା ପ୍ରଭାବହୀନ ହୋଇଥାଏ।
  • ଏଥିରେ ଖାଦ୍ୟ ତନ୍ତୁ ପ୍ରଚୁର ପରିମାଣରେ ଥାଏ। ଟାଇପ୍-୨ ମଧୁମେହ ରୋଗୀ ଏହାକୁ ନିୟମିତ ଖାଇଲେ ଶର୍କରା ନିୟନ୍ତ୍ରଣରେ ରହେ।
  • ହୃଦରୋଗୀଙ୍କ ପାଇଁ ଏହା ଉତ୍ତମ ପରିବା ଅଟେ।
  • ବାଇଗଣ ଭର୍ତ୍ତାରେ ଛୋଟ ଚାମଚରେ ଏକ ଚାମଚ ମହୁ ମିଶାଇ ଖାଇଲେ ସୁନିଦ୍ରା ହୁଏ। ତରକାରିରେ ଏହା ଖାଇବା ଖୁବ୍ ଲାଭ ପ୍ରଦ।
  • ବାଇଗଣ ସୁପରେ ହେଙ୍ଗୁ ଓ ରସୁଣ ସମପରିମାଣର ମିଶାଇ ପିଇଲେ ଅମ୍ଲ ରୋଗରୁ ରକ୍ଷା ମିଳେ।

ପଢନ୍ତୁ; ପୂଜା କରିବା ସମୟରେ ଏହି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ ମିଳିବ ଭଗବାନଙ୍କ ଆର୍ଶୀବାଦ!

Related posts

ମୁଖମଣ୍ଡଳ ନୁହେଁ, କେଶରୁ ଜାଣନ୍ତୁ ମହିଳାଙ୍କ ବ୍ୟକ୍ତିତ୍ୱ

ENO Beuro

ଶୀତଦିନେ ଗୋଇଠି ଫାଟିବା ନେଇ ଚିନ୍ତିତ ଅଛନ୍ତି କି ? ତେବେ ଆପଣାନ୍ତୁ ଏହି ଘରୋଇ ଉପଚାର

ENO Beuro

ବିଭାହ ପାଇଁ ଝିଅ ଦେଖିବାକୁ ଯାଉଛନ୍ତି କି ?ତେବେ ଏହି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ENO Beuro

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More