LIFESTYLE

ଦୈନିକ ବାଇଗଣ ଖାଇବା ଶରୀର ପାଇଁ କେତେ ସ୍ୱାସ୍ଥ୍ୟ ପଦ ଆସନ୍ତୁ ଜାଣିବା

ବାଇଗଣ ଖାଇବା ଶରୀର ପାଇଁ ଭଲ

ନିକଟରେ ଆମେରିକୀୟ ଗବେଷକଗଣ ପ୍ରକାଶ କରିଛନ୍ତି , ଦୈନିକ ବାଇଗଣ ଖାଇବା ଶରୀର ପାଇଁ ଭଲ । ବାଇଗଣ ଭର୍ତ୍ତାରେ ଛୋଟ ଚାମଚରେ ଏକ ଚାମଚ ମହୁ ମିଶାଇ ଖାଇଲେ ସୁନିଦ୍ରା ହୁଏ । ତରକାରିରେ ଏହା ଖାଇବା ଖୁବ୍ ଲାଭ । ସବୁଠାରୁ ଅଧିକ  ଭାରତରେ ଏହି ପରିବାର ବ୍ୟବହାର ହୋଇଥାଏ ।

ଆଫ୍ରିକୀୟ ଆଦିବାସୀଙ୍କ ମତରେ ବାଇଗଣ ପୋଡାକୁ ଗୋଟା ଖାଇଲେ କାଶ ସମସ୍ୟାରୁ ମୁକ୍ତି ମିଳେ । ସକାଳୁ ଖାଲି ପେଟରେ ବାଇଗଣ ଭର୍ତ୍ତାରେ ଅଳ୍ପ ଚିନି ମିଶାଇ ଖାଇଲେ ରକ୍ତଜନିତ ରୋଗର ଆଶଙ୍କା କମ୍ ହୁଏ । ଗବେଷକଙ୍କ ମତରେ ବିଷାକ୍ତ ଛତୁ ଖାଇଦେଲେ ,ଗୋଟା ବାଇଗଣକୁ ଚକଟି ତୁରନ୍ତ ଖାଇଲେ ବିଷ କ୍ରିୟା ପ୍ରଭାବହୀନ ହୋଇଥାଏ ।ଯାହା ଦ୍ଵାରା ଆପଣଙ୍କ ସ୍ୱାସ୍ଥ୍ୟ ଭଲ ରହିବ ।

ଏଥିରେ ଖାଦ୍ୟ ତନ୍ତୁ ପ୍ରଚୁର ପରିମାଣରେ ଥାଏ । ମଧୁମେହ ରୋଗୀ ଏହାକୁ ନିୟମିତ ଖାଇଲେ ଶର୍କରା ନିୟନ୍ତ୍ରଣରେ ରହେ ।ବାଇଗଣ ସୁପରେ ହେଙ୍ଗୁ ଓ ରସୁଣ ସମପରିମାଣର ମିଶାଇ ପିଇଲେ ଅମ୍ଲ ରୋଗରୁ ରକ୍ଷା ମିଳେ ।ହୃଦରୋଗୀଙ୍କ ପାଇଁ ଏହା ଉତ୍ତମ ପରିବା ଅଟେ ।
ଦୈନିକ ବାଇଗଣ ଖାଇବା ଶରୀର ପାଇଁ କେତେ ସ୍ୱାସ୍ଥ୍ୟ ପଦ ଆସନ୍ତୁ ଜାଣିବା Brinjal
ପଢନ୍ତୁ ;

ଆସନ୍ତୁ ଜାଣିବା ଘରେ କିପରି ପ୍ରସ୍ତୁତ କରିବେ ହେୟାର ଅଏଲ

Related posts

ରୋଷେଇ କରୁଥିବା ସମୟରେ ମହିଳାମାନେ ଏହି ଦିଗ ପ୍ରତି ଧ୍ୟାନ ଦିଅନ୍ତୁ

ENO Beuro

ମୁହ୍ନରେ ବ୍ରଣ ସମସ୍ୟା ଦୂର କରିଥାଏ ଭୃଷଙ୍ଗ ପତ୍ରର ପେଷ୍ଟ ! ଜାଣନ୍ତୁ ଏହାର ଫାଇଦା ସମ୍ପର୍କରେ

ENO Beuro

ନିଜ ପତ୍ନୀକୁ କିପରି ଖୁସିରେ ରଖିବେ? ଏଥିପାଇଁ ଧ୍ୟାନରେ ରଖନ୍ତୁ କିଛି ଟିପ୍ସ

ENO Beuro

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More