LIFESTYLE

ଆସନ୍ତୁ ଜାଣିବା ସକାଳୁ ଉଠି ଖାଲି ପେଟରେ ଲେମ୍ବୁ ପାଣି ପିଇବା ଦ୍ଵାରା କି କି ଲାଭ ମିଳେ

ଲେମ୍ବୁ ପାଣି ଔଷଧିୟ ଗୁଣରେ ଭରପୁର ହୋଇଥାଏ । ସକାଳୁ ସକାଳୁ ଖାଲି ପେଟରେ ଲେମ୍ବୁ ପାଣି ପିଇବାଦ୍ୱାରା ଶରୀରକୁ ଅନେକ ପ୍ରକାରର ଲାଭ ମିଳିଥାଏ । ତେବେ ଆସନ୍ତୁ ଜାଣିବା ଏହାର ଉପକାରିତା ବିଷୟରେ ।

ଲେମ୍ବୁ ପାଣି ପିଇବାଦ୍ୱାରା ଶରୀରର ଓଜନ ହ୍ରାସ ପାଇବା ସହିତ ତ୍ୱଚା ଆକର୍ଷଣୀୟ ଦେଖା ଯାଇଥାଏ ।ସକାଳୁ ସକାଳୁ ଲେମ୍ବୁ ପାଣି ପିଇବାଦ୍ୱାରା ପାଚନ କ୍ରିୟା ନିୟନ୍ତ୍ରିତ ରହିଥାଏ ଏବଂ ପେଟ ଜନିତ କୌଣସି ସମସ୍ୟା ମଧ୍ୟ ଦୂର ହୋଇଥାଏ ।

ଏହାବ୍ୟତୀତ ଏହି  ପାଣି ପିଇବାଦ୍ୱାରା ଶରୀରରେ ହେଉଁଥିବା ଯନ୍ତ୍ରଣା ଦୂର ହୋଇଥାଏ ।ଏହାସହିତ ଲେମ୍ବୁ ପାଣି ପିଇବାଦ୍ୱାରା ମଧ୍ୟ ଶରୀରରେ ରକ୍ତଶୋଧକ ଏବଂ ବଳବର୍ଦ୍ଧକ ହୋଇଥାଏ ।

ଲେମ୍ବୁରେ ଅଧିକ ମାତ୍ରାରେ ପୋଟାସିୟମ ରହିଥାଏ । ଯାହା ହାଇ ବ୍ଲଡପ୍ରେସର, ମୁଣ୍ଡ ବୁଲାଇବା ଭଳି ସମସ୍ୟା ,ବାନ୍ତି, ମାନସିକ ଚାପ ଏବଂ ବିଷାଦ ମଧ୍ୟ ଦୂର ହୋଇଥାଏ ।

ଲେମ୍ବୁ ପାଣିରେ ସାଧାରଣତଃ ଭିଟାମିନ୍ ବି, କ୍ୟାଲସିୟମ, କାର୍ବୋନିୟମ, ମାଗ୍ନେସିୟମ, କାର୍ବୋହାଇଡ୍ରେଟ୍ ମିଳିଥାଏ ।ଲେମ୍ବୁ ପାଣି ଲିଭରକୁ ଠିକ୍ ରଖିଥାଏ । ଯାହାଦ୍ୱାରା ଖାଦ୍ୟ ଆରାମରେ ହଜମ ହୋଇଯାଇଥାଏ ।

ଲେମ୍ବୁ ଶରୀରରକୁ ଶୀତଳତା ପ୍ରଦାନ କରିଥାଏ ଏଥିପାଇଁ ଗରମ ଦିନରେ ପ୍ରତିଦିନ ଲେମ୍ବୁ ପାଣି ପିଇବା ଆବଶ୍ୟକ ।ଅନେକ ସମୟରେ ପେଟରେ ହେଉଥିବା ଯନ୍ତ୍ରଣା କିମ୍ବା ଗ୍ୟାସ୍ , ଗଳାରେ ଜଳାପଡା ଆଦି ସମସ୍ୟାକୁ ମଧ୍ୟ ଦୂର ହୋଇଥାଏ ।

ପଢନ୍ତୁ ;

ଏକାଠି ନଜର ଆସିବେ ଏହି ଯୋଡି ୧୫ ବର୍ଷ ପରେ

Related posts

ଅଣ୍ଟା ବ୍ୟଥାର ମୁଖ୍ୟ କାରଣ, ଲକ୍ଷଣ ଓ ପ୍ରତିକାର ବିଷୟରେ ସଂକ୍ଷିପ୍ତ ବିବରଣୀ

ENO Beuro

ସକାଳୁ ଉଠୁ ଉଠୁ ପାଣି ପିଇଲେ କଣ କଣ ସୁଫଳ ମିଳେ , ଆସନ୍ତୁ ଜାଣିବା

ENO Beuro

ଅନେକ ରୋଗକୁ ନିୟନ୍ତ୍ରଣ କରିବାରେ ସହାୟତ କରିଥାଏ ଗ୍ରୀନମଟର ;ଆସନ୍ତୁ ଜାଣିବା, ଏଥିରେ ରହିଥିବା କେତେକ ଉପକାରୀତା ସମ୍ବନ୍ଧରେ

ENO Beuro

Leave a Comment