ସାରିଲା ୨୦୦୦ ନୋଟ୍ ବଦଳ ଅବଧି, ଆଉ ଏକ ମାସ ବଢିପାରେ ବଦଳି ଅବଧି
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
Loading...
ବନ୍ଦେ ଭାରତ ଚାଲିଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ। ସେହପରି ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯାହାଦ୍ୱାରା ଯାତ୍ରା ଆରାମଦାୟକ ହେବ।
ଶୁକ୍ରବାର ‘ପୁରୀ-ହାଓ୍ବଡା ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରାଏଲ ରନ୍ କରିବ। ସକାଳ ୬ଟା ୧୦ ମିନିଟ୍ରେ ହାଓ୍ବଡାରୁ ଯାତ୍ରା ଆରମ୍ଭ କରିବ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ପରେ ଭଦ୍ରକ, ଯାଜପୁର, କଟକରେ ୨ ମିନିଟ୍ ଲେଖାଏ ରହଣି କରିବ। ପରେ କଟକ, ଭୁବନେଶ୍ୱର, ଖୋର୍ଦ୍ଧାରେ ୨ ମିନିଟ୍ ଲେଖାଏ ରହି ପୁରୀରେ ମଧ୍ୟାହ୍ନ ୧୨ଟା ୩୫ରେ ପହଞ୍ଚି ଅପରାହ୍ନ ୧ ଟା ୫୦ରେ ପୁରୀରୁ ହାଓ୍ବଡା ଅଭିମୁଖେ ଯାତ୍ରା କରିବ।
ସୂଚନାନୁସାରେ, ବନ୍ଦେ ଭାରତ ଚାଲିଲେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ପାଇଁ ନୂଆ ସୁଯୋଗ ସୃଷ୍ଟି ହେବ। ସେହପରି ବନ୍ଦେ ଭାରତ ଏକ୍ସପ୍ରେସରେ ଯାତ୍ରୀମାନଙ୍କ ପାଇଁ ସମସ୍ତ ପ୍ରକାର ଅତ୍ୟାଧୁନିକ ସୁବିଧା ରହିଛି। ଯାହାଦ୍ୱାରା ଯାତ୍ରା ଆରାମଦାୟକ ହେବ। ଏଥିସହ ଅତି କମ ସମୟ ମଧ୍ୟରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚି ପାରିବେ।
Shakespeare, in the beautiful garden, among the party. Some of the hall: in fact she was ever to.
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।
ଦେଶରେ ଏକକାଳୀନ ଲୋକସଭା ଓ ବିଧାନସଭା ନିର୍ବାଚନ ୨୦୨୪ରେ ସମ୍ଭବ ହୋଇପାରିବ ନାହିଁ।
ଇସ୍କନ୍ ପକ୍ଷରୁ ମେନକାଙ୍କ ଏହି ଅଭିଯୋଗକୁ ମିଥ୍ୟା ଓ ଭିତ୍ତିହୀନ ଦର୍ଶାଇ ଖଣ୍ଡନ କରାଯାଇଛି। ଉକ୍ତ ଅନୁଷ୍ଠାନ ଏବେ ବିଜେପି ସାଂସଦଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।