ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଜରିପାଟଣାସ୍ଥିତ କୁଆଖାଇ ନଦୀପଠାରେ ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହୋଇଛି। ଉଦ୍ଘାଟନୀ ଉତ୍ସବରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ଜନମାନସରେ ଉଜ୍ଜୀବିତ ରଖିବାରେ ଆୟୋଜକ ଅନୁଷ୍ଠାନର ଏପରି ଉଦ୍ୟମକୁ ପ୍ରଶଂସା କରିଥିଲେ।
ଜରିପାଟଣାସ୍ଥିତ କୁଆଖାଇ ନଦୀପଠାରେ ଭୁବନେଶ୍ବର ବାଲିଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହୋଇଛି। ଉଦ୍ଘାଟନୀ ଉତ୍ସବରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଡ଼ିଶାର ନୌବାଣିଜ୍ୟ ପରମ୍ପରାକୁ ଜନମାନସରେ ଉଜ୍ଜୀବିତ ରଖିବାରେ ଆୟୋଜକ ଅନୁଷ୍ଠାନର ଏପରି ଉଦ୍ୟମକୁ ପ୍ରଶଂସା କରିଥିଲେ। ଆଗାମୀ ଦିନରେ ଏହି ବାଲିଯାତ୍ରାକୁ ସୁଦୂରପ୍ରସାରୀ କରିବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ। ସ୍ଥାନୀୟ ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ମେୟର୍ ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର, ଓଡ଼ିଶା-ମୋ’ ପରିବାରର ଆବାହାକ ଅରୂପ ପଟ୍ଟନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଅନୁଷ୍ଠାନର କାର୍ଯ୍ୟକାରୀ ସଭାପତି ସୁବାସ ପାତ୍ର, ସାଧାରଣ ସମ୍ପାଦକ ତପନ ବଳିୟାରସିଂହ, ଉପସଭାପତି ନବକିଶୋର ବାରିକ, ଆବାହକ ଯଶୋବନ୍ତ ଓଝା, ପ୍ରତିଷ୍ଠାତା ସଭାପତି ଅଭୟ ବଡ଼ଜେନା ଓ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ। ଉପସ୍ଥାପକ ମତ୍ୟୁଞ୍ଜୟ ରଥ ମଞ୍ଚ ପରିଚାଳନା କରିଥିଲେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।