News

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ରଥର ଶୁଭାରମ୍ଭ କଲେ ନବୀନ

ସ୍ଵାଧୀନତା ଦିବସ ଆରମ୍ବରୁ ରାଜ୍ୟରେ ବିଶ୍ଵ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ହୋଇଛି। ଏ ସମ୍ପର୍କରେ ଲୋକଙ୍କୁ ସଚେତନା କରାଇବାକୁ ସମଗ୍ର ରାଜ୍ୟରେ ବୁଲିବ ପ୍ରଚାର ରଥ।ରାଜ୍ୟର କୋଣ ଅନୁକୋଣରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସଂପର୍କରେ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ ଏହି ରଥ ନିୟୋଜିତ ହୋଇଛି। ଗଞ୍ଜାମ, ଖୋର୍ଧା, ସମ୍ବଲପୁର, ସୁନ୍ଦରଗଡ଼, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, କଟକ ଓ ବଲାଙ୍ଗୀର ପରେ ଅନ୍ୟ ଜିଲ୍ଲାରେ ଏହି ସଚେତନତା ରଥ ପହଞ୍ଚିବ।

biju

ପ୍ରଥମ ମାସ ସୁଦ୍ଧା ୪୫ଲକ୍ଷ ହିତାଧିକାରୀଙ୍କୁ ବିନା ମୂଲ୍ୟରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଇଥିବା ଶ୍ରୀ ଜେନା କହିଛନ୍ତି। ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ବିଭାଗ ସଚିବ ଡା.ପ୍ରମୋଦ କୁମାର ମେହେର୍ଦା, ଜାତୀୟ ସ୍ବାସ୍ଥ୍ୟ ମିସନ ନିର୍ଦେଶିକା ଶାଳିନୀ ପଣ୍ଡିତ ଓ ରାଜ୍ୟ ଔଷଧ ନିଗମର ପରିଚାଳନା ନିର୍ଦେଶିକା ଅର୍ଚନା ପଟ୍ଟନାୟକଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ପଢନ୍ତୁ;ଆଜି ରାଜ୍ୟବ୍ୟାପୀ ଔଷଧ ଦୋକାନ ବନ୍ଦ

Related posts

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ:୫ରୁ ପ୍ରବଳ ବର୍ଷା

ENO Beuro

ଡେରା ସଚ୍ଚା ସୌଦାରେ ଆରମ୍ଭ ହୋଇଛି ତଲାସି ଅଭିଯାନ, ଖୋଲିବ ବାବାଙ୍କ ଗୁମର ପେଡି

ENO Beuro

ଫ୍ରାନ୍ସର ରାଷ୍ଟ୍ରପତି ଏବଂ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ଦ୍ଵିପାକ୍ଷିକ ଆଲୋଚନା, ସ୍ଵାକ୍ଷରିତ ହେଲା ୧୪ଟି ଚୁକ୍ତିନାମା

ENO Beuro

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More