ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମା’ ହେଲେ ବଲିଉଡର ଡସ୍କି ବିୟୁଟି ବିପାଶା ବସୁ। ସେ ୪୩ ବର୍ଷ ବୟସରେ ନିଜ ପ୍ରଥମ ସନ୍ତାନକୁ ଜନ୍ମ ଦେଇଛନ୍ତି। କରଣ ସିଂହ ଗ୍ରୋଭର ଓ ବିପାଶାଙ୍କ ଘରକୁ ଆସିଛି କୁନି ଅତିଥି। ଏବେ ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ପରେ ବଲିଉଡର ଏହି କପଲ ମଧ୍ୟ ପ୍ୟାରେଣ୍ଟ କ୍ଲବରେ ସାମିଲ ହୋଇଛନ୍ତି।

ରିପୋର୍ଟ ମୁତାବକ, ବିପାଶା ଆଜି ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ବିପାଶା ଓ କରଣଙ୍କ ଝିଅ ଜନ୍ମ କଥା ସାମ୍ନାକୁ ଆସିବା ପରେ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି। ଗତ ଅଗଷ୍ଟ ମାସରେ ବିପାଶା ଗର୍ଭବତୀ ଥିବା ନେଇ ଘୋଷଣା କରିଥିଲେ। ଉଭୟ ସୋଶାଲ ମିଡିଆରେ ବେବି ବମ୍ପ ସେଆର କରିଥିଲେ। ଯାହା ଖୁବ୍ ଭାଇରାଲ ମଧ୍ୟ ହୋଇଥିଲା। ମା’ ହେବା ପରେ ବିପାଶା ଇନ୍ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରି ନିଜ ଝିଅର ପ୍ରଥମ ଝଲକ୍ ଦେଖାଇଛନ୍ତି। କୁନି ଝିଅର ପାଦର ଫଟୋ ପୋଷ୍ଟ କରି ବିପାଶା କ୍ୟାପସନରେ ଲେଖିଛନ୍ତି, ‘ଆମ ପ୍ରେମର ଫିଜିକାଲ ରୂପ ଓ ମା’ଙ୍କ ଆଶୀର୍ବାଦ ଏ ଦୁନିଆକୁ ଆସିଯାଇଛି। ସେ ବାସ୍ତବରେ ବେଶ୍ ଦିବ୍ୟ ଅଟେ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।