ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ପରେ ଜୟନାରାୟଣ ମିଶ୍ରଙ୍କ ବଡ ନିଷ୍ପତ୍ତି । କହିଲେ ଓଡିଶା ପୋଲିସ ଉପରେ ମୋର ଭରସା ନାହିଁ । ମୁଁ ମୋ ସୁରକ୍ଷା କର୍ମୀଙ୍କୁ ଫେରାଇ ଦେଉଛି ।
ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ପରେ ଜୟନାରାୟଣ ମିଶ୍ରଙ୍କ ବଡ ନିଷ୍ପତ୍ତି । କହିଲେ ଓଡିଶା ପୋଲିସ ଉପରେ ମୋର ଭରସା ନାହିଁ । ମୁଁ ମୋ ସୁରକ୍ଷା କର୍ମୀଙ୍କୁ ଫେରାଇ ଦେଉଛି । ସେହିପରି କ୍ରାଇମବ୍ରାଞ୍ଚ ଉପରେ ଓଡିଶାବାସୀଙ୍କର ଭରସା ନାହିଁ । ରାଜ୍ୟର ଜଣେ କ୍ୟାବିନେଟ୍ ମନ୍ତ୍ରୀଙ୍କୁ ହତ୍ୟା କରାଗଲା । ରାଜ୍ୟବାସୀ ଜାଣିବାକୁ ଚାହିଁବେ ହତ୍ୟାକାଣ୍ଡର ରହସ୍ୟ କ’ଣ? କ୍ରାଇମବ୍ରାଞ୍ଚ ବାରମ୍ବାର ଆମକୁ ଆଈ ମା’ କାହାଣୀ ଶୁଣାଇଛନ୍ତି । ପରୀ ଓ ମମିତା ପରେ ଆଉ ଏକ କାହାଣୀ ପ୍ଲଟ୍ ଖୋଜା ଚାଲିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।