Loading...

Blog

୩  ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍‌ଡେଟ୍‌

୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍‌ଡେଟ୍‌

ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍‌ଡେଟ୍‌ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।

ଦୁବାଇରେ ଅଟକ ‘ମହାଦେବ ଆପ୍‌’ର ମାଲିକ ରବି ଉପ୍ପଲ

‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍‌ପୋଲ୍‌’ ଜାରି କରିଥିବା ‘ରେଡ୍‌ ନୋଟିସ୍‌’ ଆଧାରରେ ‘ମହାଦେବ ଅନ୍‌ଲାଇନ୍‌ ବେଟିଙ୍ଗ୍‌ ଆପ୍‌’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।

Read More

ଶ୍ରୀଲିଙ୍ଗରାଜ ମନ୍ଦିରରେ ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳୁ ମିଳିବ ଅବଢ଼ା

ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍‌ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।

Read More

ଶ୍ରୀଲିଙ୍ଗରାଜ ମନ୍ଦିରରେ ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ସକାଳୁ ମିଳିବ ଅବଢ଼ା

ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍‌ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।

Read More

ଫେବୃୟାରୀ ୧୫ରୁ ଆରମ୍ଭ ହେବ ସିବିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା

କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫେବୃୟାରୀ ୧୫ରୁ ଆରମ୍ଭ ହେବ। ତେବେ ଦଶମ ପରୀକ୍ଷା ମାର୍ଚ୍ଚ ୧୩ରେ ଓ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ରେ ଶେଷ ହେବ।

Read More

ଠକେଇ ମାମଲାରେ ଜରିନ ଖାନଙ୍କୁ ମିଳିଲା ଅନ୍ତରୀଣ ଜାମିନ

ପଶ୍ଚିମବଙ୍ଗର ରାଜଧାନୀ କୋଲକାତାର ଏକ କୋର୍ଟ ସୋମବାର ନରକେଲଡଙ୍ଗା ପୁଲିସ ଷ୍ଟେସନରେ ପଞ୍ଜୀକୃତ ହୋଇଥିବା ଏକ ଠକେଇ ମାମଲାରେ ବଲିଉଡ ଅଭିନେତ୍ରୀ ଜରିନ ଖାନଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି।

Read More

ସୋସିଆଲ ମିଡିଆରେ ଋଣ ଛାଡ଼ ଦାବି କରାଯାଉଥିବାନେଇ ବିଭ୍ରାନ୍ତୀକର ବିଜ୍ଞାପ‌ନକୁ ନେଇ ଚିନ୍ତାରେ ରିଜର୍ଭ ବ୍ୟାଙ୍କ

କେତେକ ବିଭ୍ରାନ୍ତୀକର ବିଜ୍ଞାପ‌ନରେ ଋଣ ଛାଡ଼ ଦାବି କରାଯାଉଥିବାକୁ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ ଚିନ୍ତା ପ୍ରକଟ କରିବା ସହ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି।

Read More

ବଲାଙ୍ଗୀର ଓ ଟିଟିଲାଗଡ଼ରେ ଗତ ୭ ଦିନ ଧରି ଚାଲିଥିବା ଆୟକର ଚଢାଉରେ ଅନ୍ତ

ବଲାଙ୍ଗୀର କ୍ଳବପଡା ମଦଭାଟି ଅଫିସରୁ ବାହାରି ଜଣେ ଅଧିକାରୀ ଆୟକର ଚଢାଉ ଅଭିଯାନ ବଲାଙ୍ଗୀରରୁ ଶେଷହେଲା ବୋଲି କହିଥିଲେ ।

Read More

ଡିସେମ୍ବର ୨୪ରେ ସମ୍ବଲପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆସନ୍ତା ଡିସେମ୍ବର ୨୪ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ବରିଷ୍ଠ ବିଜେପି ନେତା ମୋହନ ମାଝୀ ସୂଚନା ଦେଇଛନ୍ତି ।

Read More

ଆନନ୍ଦବଜାର ଦୋକାନ ଉପରେ ପଲିଥିନ ବଦଳରେ ସିନ୍ଥେଟିକ୍ ଫେବ୍ରିକ୍ସର ବ୍ୟବହାର

ଜାନୁଆରୀ ୧୭ ତାରିଖରେ ହେବ ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ। ଏହାପୂର୍ବରୁ ଶ୍ରୀମନ୍ଦିରରେ ଅନେକ ପରିବର୍ତ୍ତନ କରାଯାଉଛି। ଆନନ୍ଦ ବଜାର ହେବ ପଲିଥିନ ମୁକ୍ତ ।ଦୋକାନ ଲାଗି ସିନ୍ଥେଟିକ୍ ଫେବ୍ରିକ୍ସରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ପରବର୍ତ୍ତୀ ବୈଠକରେ ଆଲୋଚନା କରି ଅବଢା ଦର ନିର୍ଦ୍ଧାରଣ ହେବ ।

Read More

୨୦୨୪ ଆଇପିଏଲ ମହାସମର: ଡିସେମ୍ବର ୧୯ରେ ଦୁବାଇରେ ୩୩୩ ଜଣ ଖେଳାଳିଙ୍କ ନିଲାମୀ

ଡିସେମ୍ବର ୧୯ରେ ଦୁବାଇରେ ଇଣ୍ଡିଆନ୍ ପ୍ରିମିୟର ଲିଗ୍ ୨୦୨୪ ସଂସ୍କରଣ ପାଇଁ ନିଲାମୀ ଡକାଯିବ  । ୩୩୩ ଜଣ ଖେଳାଳିଙ୍କ ଉପରେ ୧୦ ଫ୍ରାଂଚାଇଜିଙ୍କ ନଜର ରଖିଛନ୍ତି । ଏଥିରେ ମୋଟ ୩୩୩ କ୍ରିକେଟରଙ୍କ ନାଁ ନିଲାମୀ ପାଇଁ ଚୂଡାନ୍ତ ହଇଛି।

Read More

ପହିଲିଭୋଗ ନୀତି ପାଇଁ ୧୬ରୁ ରାତି ୨ରେ ଖୋଲିବ ଶ୍ରୀମନ୍ଦିର

ମହାଲକ୍ଷ୍ମୀଙ୍କ ହାତରନ୍ଧା ବଦଳରେ ମା’ଙ୍କ ହାତରନ୍ଧା ଖାଇବେ ମହାପ୍ରଭୁ। ଏଥିପାଇଁ ସଅଳ ନୀତିକାନ୍ତି ହେବ। ସଅଳ ମହାପ୍ରସାଦ ବାହାରିବ।

Read More
>