ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ବର୍ଷିଆନ୍ ଅଭିନେତା ସମୀର ଖାଖର୍ ଆଉ ନାହାନ୍ତି। ୭୧ ବର୍ଷ ବୟସରେ ତାଙ୍କର ଆଜି ଦେହାନ୍ତ ହୋଇଛି। ଏନେଇ ସମୀରଙ୍କ ଭାଇ ଗଣେଶ ସୂଚନାଦେଇଛନ୍ତି। ବୋରିବାଲିସ୍ଥି ‘ବାଭାଇ ନାକା ଶ୍ମଶାନ’ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।
ବର୍ଷିଆନ୍ ଅଭିନେତା ସମୀର ଖାଖର୍ ଆଉ ନାହାନ୍ତି। ୭୧ ବର୍ଷ ବୟସରେ ତାଙ୍କର ଆଜି ଦେହାନ୍ତ ହୋଇଛି। ଏନେଇ ସମୀରଙ୍କ ଭାଇ ଗଣେଶ ସୂଚନାଦେଇଛନ୍ତି। ବୋରିବାଲିସ୍ଥି ‘ବାଭାଇ ନାକା ଶ୍ମଶାନ’ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ। ଦୀର୍ଘ ୪ ଦଶନ୍ଧି ଧରି ସେ ମଞ୍ଚ, ଚଳଚ୍ଚିତ୍ର ଏବଂ ଟେଲିଭିଜନ୍ରେ ଅଭିନୟ କରିଥିଲେ।
ସୂଚନାନୁସାରେ, ଗତକାଲି ସକାଳେ ସେ ଶ୍ବାସପ୍ରଶ୍ବାସ ନେବାରେ ଅସୁବିଧା ଅନୁଭବ କରିଥିଲେ। ଆମେ ଘରକୁ ଡାକ୍ତର ଡକାଇଥିଲୁ। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଇବାକୁ ସେ ପରାମର୍ଶ ଦେଲେ। ତେଣୁ, ଆମେ ତାଙ୍କୁ ଡାକ୍ତରଖାନା ନେଲୁ ଓ ତାଙ୍କୁ ‘ଆଇସିୟୁ’ରେ ଭର୍ତ୍ତି କରାଗଲା। ତା’ପରେ ତାଙ୍କର ଏକାଧିକ ଅଙ୍ଗପ୍ରତ୍ୟଙ୍ଗ ଅଚଳ ହୋଇଗଲା ଓ ପାହାନ୍ତା ୪.୩୦ରେ ମୃତୁ ଘଟିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।