Loading...

ପରଲୋକରେ ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକ

ପରଲୋକରେ ବଲିଉଡ୍ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକ

୬୭ ବର୍ଷ ବୟସରେ ବଲିଉଡ଼ ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ସତୀଶ ଚନ୍ଦ୍ର କୌଶିକଙ୍କର ପରଲୋକ ଘଟିଛି। ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି।

୬୭ ବର୍ଷ ବୟସରେ ବଲିଉଡ଼ ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ସତୀଶ ଚନ୍ଦ୍ର କୌଶିକଙ୍କର ପରଲୋକ ଘଟିଛି। ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି। ମୃତ୍ୟୁ ବେଳଙ୍କୁ ତାଙ୍କୁ ୬୭ ବର୍ଷ ହୋଇଥିଲା। ଗୁରୁବାର ସକାଳେ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଥିବା ଜଣାପଡିଛି। ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ। ବହୁ ଚଳଚ୍ଚିତ୍ର ଲାଗି ସେ ଚିତ୍ରନାଟ୍ୟ ମଧ୍ୟ ରଚନା କରିଥିଲେ। ୧୯୯୦ ରେ ରାମ୍ ଲଖନ ଓ ୧୯୯୭ରେ ସାଜନ ଚଲେ ସସୁରାଲ୍ ଫିଲ୍ମ ପାଇଁ ସର୍ବଶ୍ରେଷ୍ଠ ହ୍ୟାସ ଅଭିନେତା ପାଇଁ ଫିଲ୍ମଫେୟାର ପୁରସ୍କାର ପାଇଥିଲେ ସତୀଶ। 

 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.