ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଶିକ୍ଷା ବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟ ପୁସ୍ତକ ପହଞ୍ଚାଇବା କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏଥିନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରିଛନ୍ତି।
କୋଭିଡ଼ ପରେ ଶିକ୍ଷା କ୍ଷେତ୍ରକୁ ସ୍ୱାଭାବିକ ଟ୍ରାକ୍କୁ ଫେରାଇ ଆଣିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଏଥିନିମନ୍ତେ ପ୍ରସ୍ତୁତ ହୋଇଛି ବ୍ଲୁ ପ୍ରିଣ୍ଟ । ଚଳିତ ବର୍ଷ ଏପ୍ରିଲରୁ ଶିକ୍ଷା ବର୍ଷ ଆରମ୍ଭ କରିବା ନିମନ୍ତେ ନିଷ୍ପତ୍ତି ନିଆଯାଇଥିବା ବେଳେ ପ୍ରାକ୍ ପ୍ରସ୍ତୁତିକୁ ଜୋରଦାର କରାଯାଇଛି।
ଶିକ୍ଷା ବର୍ଷ ଆରମ୍ଭ ପୂର୍ବରୁ ସବୁ ପିଲାଙ୍କ ପାଖରେ ପାଠ୍ୟ ପୁସ୍ତକ ପହଞ୍ଚାଇବା କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏଥିନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମର ଆଜି ଶୁଭାରମ୍ଭ କରିଛନ୍ତି। ଫଳରେ ୬ଟି ଜିଲ୍ଲାର ୧୫ଟି ବ୍ଲକକୁ ଟ୍ରକ୍ ଯୋଗେ ବିଭିନ୍ନ ପାଠ୍ୟ ପୁସ୍ତକ ପଠା ଯାଇଛି।ଗତଥର ଜୁନ୍, ଜୁଲାଇରୁ ଶିକ୍ଷା ବର୍ଷ ଆରମ୍ଭ ହୋଇଥିବା ବେଳେ ଏଥର କିନ୍ତୁ ଏପ୍ରିଲକୁ ଆରମ୍ଭ ହେବ । ଏହାକୁ ଆଖି ଆଗରେ ରଖି ସବୁ ପିଲାଙ୍କ ନିକଟରେ ପାଠ୍ୟପୁସ୍ତକ ପହଞ୍ଚାଇବା ପାଇଁ ଆଜି ୬ଟି ଜିଲ୍ଲାକୁ ବହି ପଠାଯାଇଥିବା କହିଛନ୍ତି ଶିକ୍ଷାମନ୍ତ୍ରୀ।
ପାଠ୍ୟ ପୁସ୍ତକ ଉତ୍ପାଦନ ଓ ବିକ୍ରୟ ସଂସ୍ଥା ନିର୍ଦ୍ଦେଶକ ରଘୁରାମ ଆର ଆୟର କହିଛନ୍ତି,ଆଜି ୧୫ଟି ବ୍ଲକକୁ ପୁସ୍ତକ ପଠାଗଲା। ମାର୍ଚ୍ଚ ଶେଷ ସୁଦ୍ଧା ୩୧୪ ବ୍ଲକରେ ସବୁ ବହି ପହଞ୍ଚାଯିବାକୁ ଟାର୍ଗେଟ ରଖାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।