ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦିନ ୧୧ଟାରେ ଲୋକସଭାରେ ବଜେଟ ଆଗତ କରିବେ । ଏହି ବଜେଟରେ ଛୋଟ କୃଷକଙ୍କୁ ବଡ ଉପହାର ଦେଇପାରନ୍ତି ମୋଦି ସରକାର ।
ଦେଶରେ ବର୍ତ୍ତମାନ ନିର୍ବାଚନ ମାହୋଲ ରହିଛି । ଉତରପ୍ରଦେଶ, ପଞ୍ଜାବ, ଉତରାଖଣ୍ଡ ସମେତ ୫ଟି ରାଜ୍ୟରେ ଚଳିତ ମାସରେ ଭୋଟ ହେବ । ଏହାରି ମଧ୍ୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦିନ ୧୧ଟାରେ ଲୋକସଭାରେ ବଜେଟ ଆଗତ କରିବେ । ଏହି ବଜେଟରେ ଛୋଟ କୃଷକଙ୍କୁ ବଡ ଉପହାର ଦେଇପାରନ୍ତି ମୋଦି ସରକାର । ଏହାଛଡା କରୋନା ମହାମାରୀ ଯୋଗୁଁ ପ୍ରଭାବିତ ହୋଇଥିବା ଅର୍ଥନୀତିକୁ ଗତି ଦେବା ପାଇଁ ବଡ ଘୋଷଣା ବି ହୋଇପାରେ ।
ନିର୍ମଳା ସୀତାରମଣ ଲଗାତାର ଚତୁର୍ଥ ଥର ଲାଗି ଲୋକସଭାରେ ବଜେଟ ଉପସ୍ଥାପନ କରିବେ । ବଜେଟରେ ସାଧାରଣ ନାଗରିକ ଓ ମଧ୍ୟମ ଶ୍ରେଣୀଙ୍କ ପାଇଁ କଣ ଘୋଷଣା ହେବ ସେ ଉପରେ ସମସ୍ତଙ୍କ ନଜର ରହିଛି । ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେଉଥିବାକୁ ସାଧାରଣ ଲୋକଙ୍କୁ ସୁହାଇଲ ଭଳି କିଛି ଘୋଷଣା ବି ବଜେଟରେ ହୋଇପାରେ । ଏହାଛଡା କେଉଁ ଜିନିଷ ଶସ୍ତା ହେବ ଓ କେଉଁ ଜିନିଷ ମହଙ୍ଗା ହେବ ସେ ଉପରେ ସାଧାରଣ ଲୋକଙ୍କ ନଜର ରହିଛି । ଦରବୃଦ୍ଧି, କୃଷିକ୍ଷେତ୍ର, ଆତ୍ମନିର୍ଭର ଭାରତ, ପ୍ରତିରକ୍ଷା ଓ ଆୟକର ସ୍ଲାବ ଉପରେ କି ଘୋଷଣା ହେଉଛି ସାରା ଦେଶର ନଜର ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।