ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ମୋଦୀ ସରକାରଙ୍କ ଏହାର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ହେବ । ଆସନ୍ତାବର୍ଷ ସାଧାରଣ ନିର୍ବାଚନ ପୂର୍ବରୁ ଏହି ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ମାଧ୍ୟମରେ ସରକାର ସବୁବର୍ଗର ଲୋକଙ୍କ ଆଶାକୁ ପୂରଣ କରିବାକୁ ପ୍ରୟାସ କରିପାରନ୍ତି ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ମୋଦୀ ସରକାରଙ୍କ ଏହାର ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ହେବ । ଆସନ୍ତାବର୍ଷ ସାଧାରଣ ନିର୍ବାଚନ ପୂର୍ବରୁ ଏହି ଶେଷ ପୂର୍ଣ୍ଣାଙ୍ଗ ବଜେଟ୍ ମାଧ୍ୟମରେ ସରକାର ସବୁବର୍ଗର ଲୋକଙ୍କ ଆଶାକୁ ପୂରଣ କରିବାକୁ ପ୍ରୟାସ କରିପାରନ୍ତି । ବିଶେଷକରି ଗରିବଙ୍କ ପାଇଁ ସାମାଜିକ ଜନକଲ୍ୟାଣକାରୀ ଯୋଜନା ଘୋଷଣା କରିବା ସହିତ ମଧ୍ୟବିତ ବର୍ଗର ଲୋକଙ୍କୁ ଟିକସ ରିହାତି ଦେବାର ସମ୍ଭାବନା ରହିଛି ।ନିର୍ମଳା ସୀତାରମଣ ତାଙ୍କର ପଂଚମ ବଜେଟ୍ ଏଭଳି ସମୟରେ ଉପସ୍ଥାପନା କରିବାକୁ ଯାଉଛନ୍ତି, ଯେତେବେଳେ ପ୍ରାୟ ସମଗ୍ର ବିଶ୍ୱ ତା’ର ଅର୍ଥବ୍ୟବସ୍ଥାକୁ ନେଇ ସଂଘର୍ଷ କରୁଛି । ବଜେଟରେ ଆୟକର ସ୍ଲାବ ପରିବର୍ତନ ଦାବିକୁ ପ୍ରାଧାନ୍ୟ ଦିଆଯାଇପାରେ । ଏହାଦ୍ୱାରା ମଧ୍ୟବିତଙ୍କୁ ଆଶ୍ୱସ୍ତି ମିଳିପାରେ । ଏହାସହିତ ଗରିବଙ୍କ ଉପରେ ସରକାରୀ ଖର୍ଚ୍ଚ ବଢ଼ାଇବା ସହିତ ଘରୋଇ ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ ପଦକ୍ଷେପ ଘୋଷଣା କରାଯାଇପାରେ । ତେବେ ଏସବୁ ଘୋଷଣା କରିବା ଭିତରେ ରାଜକୋଷ ଉପରେ ଯେପରି କୌଣସି ପ୍ରଭାବ ନପଡ଼ିବ, ସେଥିପ୍ରତି ସୀତାରମଣ ନଜର ଦେବେ । ଗତ କିଛି ସଧ୍ୟରେ ମୁଦ୍ରାସ୍ପୀତି କମିବା ଏବଂ ଟିକସ ପରିମାଣ ଅଧିକ ରହିବା ଦ୍ୱାରା ଆଶ୍ୱସ୍ତି ମିଳିପାରେ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।