Loading...

୨୧ରୁ ବିଧାନସଭା ବଜେଟ ଅଧିବେଶନ

୨୧ରୁ ବିଧାନସଭା ବଜେଟ ଅଧିବେଶନ

ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।

ଫେବ୍ରୁଆରି ୨୧ରୁ ବିଧାନସଭା ବଜେଟ୍‌ ଅଧିବେଶନ । ୨୪ ତାରିଖରେ ଉପସ୍ଥାପନ ହେବ ୨୦୨୩-୨୪ ପାଇଁ ରାଜ୍ୟ ବଜେଟ୍‌ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ୍‌ ଉପସ୍ଥାପନ କରିବେ । ବଜେଟ୍‌ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ରଖିବେ । ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍‌ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ । ଏହା ପରେ ମାର୍ଚ୍ଚ ୧୦ରୁ ଏପ୍ରିଲ ୬ ଯାଏଁ ଚାଲିବ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ । ଏହାରି ମଧ୍ୟରେ ଫେବୃଆରୀ ୨୪ରେ ବିଧାନସଭାରେ ଆଗତ ହେବ ରାଜ୍ୟ ବଜେଟ୍‌ । ଆଗାମୀ ବର୍ଷ ନିର୍ବାଚନ ଥିବାରୁ ଏହା ଶେଷ ପୂର୍ଣ୍ଣାଙ୍ଗ ବଜେଟ୍‌ ହୋଇପାରେ ବୋଲି ଅନୁମାନ କରାଯାଉଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.