News

ବାଲେଶ୍ୱରରେ ଦୁର୍ଘଟଣା: ମାଛ ବୋଝେଇ ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ, ଡ୍ରାଇଭର ମୃତ!

ବାଲେଶ୍ୱରରେ ସଡକ ଦୁର୍ଘଟଣା

ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ନିକଟ ଭେଲୋରା ଛକରେ ୬୦ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ବସ ଡ୍ରାଇଭରର ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। କଟକରୁ କୋଲକାତା ଅଭିମୁଖେ ଯାଉଥିବା ମୁସକାନ ବସ୍ ରାସ୍ତାରେ ଯାଉଥିବା ଏକ ଟ୍ରକ୍ ପଛପଟୁ ଧକ୍କା ଦେଇଥିଲା।

ମିଳିଥିବା ସୂଚନା ଅନୁଯାୟୀ,ଏକ ମାଛ ବୋଝେଇ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ବସ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ବେଳେ ସେମାନଙ୍କୁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ପଢନ୍ତୁ; ସୁରଟ ନାବାଳିକା ବଳାତ୍କାର ଓ ହତ୍ୟା ଘଟଣା : ତିନି ଅଭିଯୁକ୍ତ ଗିରଫ

Related posts

ଏସିଆଡ ପଦକ ବିଜେତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ:’ଅଲମ୍ପିକ୍ସ ପାଇଁ କଠିନ ପରିଶ୍ରମ କର’

ENO Beuro

ନଅ ଥର ଗୁଳିର ଶିକାର ହେବା ପରେ ମରଣ ମୁହଁରୁ ଫେରିଆସିଥିବା ଯବାନ ଚେତନ ଚିତାହ

ENO Beuro

କଟକକୁ ଲେଉଟିଲା ଜଣ୍ଡିସ: ଶିଖରପୁରରେ ୨୦ରୁ ଅଧିକ ଆକ୍ରାନ୍ତ

ENO Beuro

1 comment

Leave a Comment