ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
କ୍ୟାପିଟାଲ ହସ୍ପିଟାଲରେ ବଦଳିବ ବର୍ହିବିଭାଗ ସମୟ। ଆଗାମୀ ଦିନରେ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଓପିଡି ଖୋଲା ରହିବ ବୋଲି ଗୁରୁବାର ଦିନ ସ୍ବାସ୍ଥ୍ୟ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
କ୍ୟାପିଟାଲ ହସ୍ପିଟାଲରେ ବଦଳିବ ବର୍ହିବିଭାଗ ସମୟ। ଆଗାମୀ ଦିନରେ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଓପିଡି ଖୋଲା ରହିବ ବୋଲି ଗୁରୁବାର ଦିନ ସ୍ବାସ୍ଥ୍ୟ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କିଛି ଦିନ ମଧ୍ୟରେ ଏ ସଂପର୍କରେ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ। ସୂଚନା ଅନୁସାରେ, କ୍ୟାପିଟାଲ ହସ୍ପିଟାଲ ପିଜିଆଇ ମାନ୍ୟତା ପାଇବା ପରେ ହସ୍ପିଟାଲ ତରଫରୁ ବର୍ହିବିଭାଗ ସମୟ ସକାଳ ୮ଟାରୁ ୧୨ଟା ଓ ୩ଟାରୁ ୫ଟା ଦୁଇବେଳା ହେବା ପରିବର୍ତ୍ତେ ସକାଳ ୯ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ କରିବାକୁ ପ୍ରସ୍ତାବ ଦିଆଯାଇଥିଲା। ସ୍ବାସ୍ଥ୍ୟ ବିଭାଗ ଏହି ପ୍ରସ୍ତାବକୁ ଗ୍ରହଣ କରିଛି। ଖୁବ୍ଶୀଘ୍ର ଏହା ଲାଗୁ ହେବ। ତେବେ ଅପରାହ୍ଣ ୧ଟାରୁ ୨ଟା ପର୍ଯ୍ୟନ୍ତ ଘଣ୍ଟାଏ ମଧ୍ୟାହ୍ନ ଭୋଜନ ବିରତି ରହିବ। ସେହିପରି ସନ୍ଧ୍ୟା ୫ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ଜରୁରୀକାଳୀନ ବିଭାଗ ଖୋଲା ରହିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ହସ୍ପିଟାଲକୁ ପଠାଯାଇଥିବା ଚିଠିରେ ଉଲ୍ଲେଖ ରହିଛି। ଚିଠି ପାଇବା ପରେ ଆଗାମୀ କିଛି ଦିନ ମଧ୍ୟରେ କ୍ୟାପିଟାଲ ହସ୍ପିଟାଲରେ ପାଥୋଲୋଜି, ବିଭାଗ ମୁଖ୍ୟ, ପଞ୍ଜୀକରଣ କେନ୍ଦ୍ର ସମେତ ସମସ୍ତ ବିଭାଗ ଓ ଆଉଟସୋର୍ସିଂ ସଂସ୍ଥା ସହ ବୈଠକ କରାଯାଇ ଏହାକୁ ପୂର୍ଣ୍ଣାଙ୍ଗ ରୂପ ଦିଆଯିବ ବୋଲି କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।