ଜନଗଣନା ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନଗଣନାର ପ୍ରାଥମିକ ତାଲିକା ପ୍ରସ୍ତୁତ ପାଇଁ ଯେଉଁ ଅବଧି ସ୍ଥିର କରାଯାଇଛି, ସେଥିରେ ପୁନର୍ବିଚାର କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କଲେ। ଏପ୍ରିଲ ୧...