ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଭୁବନେଶ୍ୱର ଏମ୍ସରେ ସିବିଆଇ ରେଡ୍। ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ସୂଚନା ପାଇ ଗୁରୁବାର ସିବିଆଇ ଏହି ରେଡ୍ କରିଛି।ଟେଣ୍ଡର ପ୍ରକ୍ରିୟା ନେଇ ଫାର୍ମାସି ଷ୍ଟୋର କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି।
ଭୁବନେଶ୍ୱର ଏମ୍ସରେ ସିବିଆଇ ରେଡ୍। ଫାର୍ମାସୀ ଷ୍ଟୋର ନିଲାମି ପ୍ରକ୍ରିୟାରେ ଅନିୟମିତତା ହୋଇଥିବା ସୂଚନା ପାଇ ଗୁରୁବାର ସିବିଆଇ ଏହି ରେଡ୍ କରିଛି। ଦୁଇଟି ଟିମର ୮ ଜଣ ଅଧିକାରୀ ଆସି ଏହି ରେଡ୍ କରିବା ସହିତ ବିଭିନ୍ନ କାଗଜପତ୍ର ଜବତ କରିଛନ୍ତି। ଟେଣ୍ଡର ପ୍ରକ୍ରିୟା ନେଇ ଫାର୍ମାସି ଷ୍ଟୋର କର୍ତ୍ତୃପକ୍ଷଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି। ଫାର୍ମାସି ଷ୍ଟୋରର ଟେଣ୍ଡର ପ୍ରକ୍ରିୟା ଠିକ୍ ହୋଇଥିଲା ଥିଲା ନା ନାହିଁ, ଏଥିରେ କିଛି ଅନିୟମିତତା ହୋଇଛି ନାହିଁ ସେନେଇ ପଚରାଉଚରା କରାଯାଇଥିଲା। ଜବତ ହୋଇଥିବା ଦସ୍ତାବିଜ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ରକୁ ଏକାଠି କରି ସିବିଆଇ ଏହି ମାମଲାରେ ଚେର ଖୋଜିବାକୁ ଚେଷ୍ଟା କରୁଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।