ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ସୂଚୀ ଜାରି କଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (CBSE) । ଏନେଇ ବୋର୍ଡ ଏକ ଡେଟ ସିଟ ପ୍ରକାଶ କରିଛି ।
ଦଶମ ଓ ଦ୍ବାଦଶ ପରୀକ୍ଷା ପାଇଁ ସୂଚୀ ଜାରି କଲା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (CBSE) । ଏନେଇ ବୋର୍ଡ ଏକ ଡେଟ ସିଟ ପ୍ରକାଶ କରିଛି । ଫେବୃଆରୀ 15ରୁ ମାର୍ଚ୍ଚ 21 ତାରିଖ ମଧ୍ୟରେ ଉଭୟ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଶେଷ କରିବା ପାଇଁ ସମୟ ଧାର୍ଯ୍ୟ ହୋଇଛି (CBSE Class 10 and 12 exams date) । ବୋର୍ଡର ଅଫିସିଆଲ୍ ୱେବସାଇଟ୍ cbse.gov.in ରେ ଛାତ୍ରଛାତ୍ରୀ ଏହି ସୂଚୀର ସମ୍ପୂର୍ଣ୍ଣ ବିବରଣୀ ପାଇପାରିବା ସହ ଡାଉନଲୋଡ୍ ମଧ୍ୟ କରିପାରିବେ ।ତେବେ ଜାରି କରାଯାଇଥିବା ଡେଟ ସିଟ ଅନୁସାରେ ପରୀକ୍ଷା ପୂର୍ବାହ୍ନ 10.30 ରୁ ଆରମ୍ଭ ହେବ (CBSE Class 10 and 12 exams date) । ଦୁଇଟି ପେପର ପରୀକ୍ଷା ମଧ୍ୟରେ ଯଥେଷ୍ଟ ସମୟ ବ୍ୟବଧାନ ମଧ୍ୟ ରହିଛି । ଛାତ୍ରାଛାତ୍ରୀଙ୍କୁ ପରୀକ୍ଷା ସମ୍ପର୍କିତ ସମସ୍ତ ବିସ୍ତୃତ ସୂଚନା ଓ ସର୍ତ୍ତାବଳୀ ସମ୍ପର୍କରେ ଜାଣିବା ପାଇଁ ବୋର୍ଡର ଅଫିସିଆଲ ଓ୍ବେବସାଇଟରେ (cbse.gov.in) ଲଗଇନ କରିବା ପାଇଁ ପରାମର୍ଶ ଦିଆଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।