News

ସେସୁର ମାଷ୍ଟର ପ୍ଲାନ୍, ବିଦ୍ୟୁତ୍ ଚୋରି ସଂକ୍ରାନ୍ତରେ ଖବର ଦେଲେ ମିଳିବ ପୁରସ୍କାର

Electric 1 750x430

ବିଜୁଳି ଚୋରି ରୋକିବାକୁ ବଡ ପଦକ୍ଷେପ ଗ୍ରହଣ କରିଛି ସେସୁ । ବିଜୁଳି ଚୋରି ସଂକ୍ରାନ୍ତରେ ଖବର ଦେଲେ ମିଳିବ ପୁରସ୍କାର । ନାମ ଗୋପନ ରଖି ପୁରସ୍କାର ଦେବେ ସେସୁ କର୍ତ୍ତୃପକ୍ଷ । ଆଦାୟ ଜରିମାନାର ୧୦ ପ୍ରତିଶତ ଅର୍ଥ  ପୁରସ୍କାର ଭାବେ ସୂଚନାଦାତାଙ୍କୁ ପ୍ରଦାନ କରାଯିବ । ସମୀକ୍ଷା ବୈଠକ ପରେ ଏ ସଂକ୍ରାନ୍ତରେ ସେସୁର ସିଇଓ ଅରୁଣ ବୋଥ୍ରା  ସୂଚନା ଦେଇଛନ୍ତି ।

ଆସନ୍ତା ୨ରୁ ୩ମାସ  ଭିତରେ ସେସୁ ଅଞ୍ଚଳ ଗୁଡିକରେ ଜୋରଦାର ଚଢାଉ କରାଯିବ । ବିଜୁଳି ବିଲ୍ ଆଦାୟ ଓ ମିଟର ରିଡିଂ କରିବେ ଏସଏଚଜି ମହିଳା । ସେହିଭଳି ଗାଁରେ ସେସୁର ନେଟୱାର୍କ ବଢାଇବାକୁ ଉଦ୍ୟମ ଆରମ୍ଭ ହୋଇଛି ।

ପଢନ୍ତୁ: ମେଟ୍ରୋ ଟ୍ରେନ୍‌ରେ ଠିଆହୋଇ ଯାତ୍ରା କଲେ କେନ୍ଦ୍ରମନ୍ତ୍ରୀ

Related posts

ଶେଷ ହେଲା ସଲମାନ୍‌ଙ୍କ ଜାମିନ୍‌ ଆବେଦନ ଶୁଣାଣି ,ରାୟ ଅପରାହ୍ଣ ୨ଟା ପରେ!

ENO Beuro

ଉତ୍ତରପ୍ରଦେଶ : ଯୋଗୀ ସରକାରଙ୍କ ୨ୟ ବଜେଟ ଉପସ୍ଥାପନ , କୁମ୍ଭମେଳା ପାଇଁ ୧୫୦୦ କୋଟି ଟଙ୍କା ଆବଣ୍ଟନ

ENO Beuro

ୱିଙ୍ଗ୍‌ କମାଣ୍ଡର ଅଭିନନ୍ଦନଙ୍କୁ ମିଳିବ ଶ୍ରେଷ୍ଠ ସାମରିକ ସମ୍ମାନ ‘ବୀର ଚକ୍ର’

Ratnamani Moharana