ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଚନ୍ଦ୍ରଠାରୁ ଖୁବ୍ କମ ଦୁରରେ ଚନ୍ଦ୍ରଯାନ-୩ । ଗତକାଲି ୨୫ କିଲୋମିଟର ଦୂର ଥିବା ବେଳେ ଆଜି ଏହି ଦୂରତା ଆହୁରି କମିଛି । ଭାରତର ତୃତୀୟ ଚନ୍ଦ୍ର ମିସନ ଚନ୍ଦ୍ରଯାନ-୩ ତିନିଦିନ ମଧ୍ୟରେ ଚନ୍ଦ୍ର ପୃଷ୍ଠରେ ପ୍ରଥମ ନରମ ଅବତରଣ ପାଇଁ ପ୍ରସ୍ତୁତ ହେଉଛି।
ଚନ୍ଦ୍ରଠାରୁ ଖୁବ୍ କମ ଦୁରରେ ଚନ୍ଦ୍ରଯାନ-୩ । ଗତକାଲି ୨୫ କିଲୋମିଟର ଦୂର ଥିବା ବେଳେ ଆଜି ଏହି ଦୂରତା ଆହୁରି କମିଛି । ଭାରତର ତୃତୀୟ ଚନ୍ଦ୍ର ମିସନ ଚନ୍ଦ୍ରଯାନ-୩ ତିନିଦିନ ମଧ୍ୟରେ ଚନ୍ଦ୍ର ପୃଷ୍ଠରେ ପ୍ରଥମ ନରମ ଅବତରଣ ପାଇଁ ପ୍ରସ୍ତୁତ ହେଉଛି।ଫାଇନାଲ ଡିବୁଷ୍ଟିଂ ପ୍ରକ୍ରିୟା ସଫଳ ହେବା ପରେ ବଢ଼ିଛି ସଫ୍ଟ ଲ୍ୟାଣ୍ଡିଂ ଆଶା ।ଅଗଷ୍ଟ ୨୩ ତାରିଖ ସନ୍ଧ୍ୟା ୬ଟା ୪ମିନିଟରେ ସଫ୍ଟ ଲ୍ୟାଣ୍ଡିଂ କରିବାକୁ ଚେଷ୍ଟା କରାଯିବ । ଲ୍ୟାଣ୍ଡିଂ ପ୍ରକ୍ରିୟା ଆରମ୍ଭ ହେବାର ପ୍ରାୟ ୨୦ମିନିଟ ପରେ ଲ୍ୟାଣ୍ଡର ଚନ୍ଦ୍ରପୃଷ୍ଠରେ ପହଞ୍ଚିବ । ଏହି ୨୦ ମିନିଟ ଚନ୍ଦ୍ରଯାନର ସଫଳତା ପାଇଁ ବେଶ ଗୁରୁତ୍ବପୂର୍ଣ୍ଣ । ଯଦି ସବୁକିଛି ଇସ୍ରୋ ଅନୁସାରେ ହୁଏ ତେବେ ଲ୍ୟାଣ୍ଡର ବିକ୍ରମରୁ ରୋଭର୍ ପ୍ରଜ୍ଞାନ ବାହାରି ୧୪ ଦିନ ପର୍ଯ୍ୟନ୍ତ ଚନ୍ଦ୍ରପୃଷ୍ଠରେ ବିଚରଣ କରିବ। ଏହି ସମୟରେ ଚନ୍ଦ୍ରପୃଷ୍ଠରୁ ସମସ୍ତ ତଥ୍ୟ ଯୋଗାଇବ।
ସୂଚନାନୁସାରେ,ଚନ୍ଦ୍ରପୃଷ୍ଠରେ ଅବତରଣ ପରେ ସ୍ବର୍ଣ୍ଣିମ ଇତିହାସ ଲେଖିବ ଇସ୍ରୋ । ରୋଭରରେ ଲଗାଯାଇଥିବା ଅଶୋକ ଚକ୍ର ଓ ଇସ୍ରୋର ଲୋଗୋ ଚିହ୍ନ ଚନ୍ଦ୍ରପୃଷ୍ଠରେ ଚିହ୍ନ ଛାଡ଼ିବ ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।