ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗର ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି।ଏସବୁ ବିଷୟର ପରୀକ୍ଷା ମେ’ ୧୯ ତାରିଖରେ କରିବାକୁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ଏଥିରେ ସାମାନ୍ୟ ପରିବର୍ତ୍ତନ କରି ମେ’ ୧୯ ବଦଳରେ ମେ’ ୩୧ ତାରିଖରେ କରିବାକୁ ପରିଷଦ ନିଷ୍ପତ୍ତି ନେଇଛି।
ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ୩ଟି ବିଷୟର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ସେହି ବିଷୟଗୁଡ଼ିକ ହେଉଛି କଳା ଓ ବିଜ୍ଞାନ ବିଭାଗର ଗଣିତ, କଳା ବିଭାଗର ଗୃହ ବିଜ୍ଞାନ ଓ ଧନ୍ଦାମୂଳକ ବିଭାଗର ବାୟୋଲୋଜି।ଏସବୁ ବିଷୟର ପରୀକ୍ଷା ମେ’ ୧୯ ତାରିଖରେ କରିବାକୁ ଧାର୍ଯ୍ୟ କରାଯାଇଥିଲା। କିନ୍ତୁ ଏଥିରେ ସାମାନ୍ୟ ପରିବର୍ତ୍ତନ କରି ମେ’ ୧୯ ବଦଳରେ ମେ’ ୩୧ ତାରିଖରେ କରିବାକୁ ପରିଷଦ ନିଷ୍ପତ୍ତି ନେଇଛି। କାରଣ ବିଜ୍ଞାନ ବିଭାଗ ପିଲାଙ୍କ ପରୀକ୍ଷା ସୂଚୀରେ କମ୍ ବ୍ୟବଧାନ ରହୁଛି। ତେଣୁ ପରୀକ୍ଷାର୍ଥୀଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏପିରି ପରିବର୍ତ୍ତନ କରିବାକୁ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।