ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଆଜି ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଛି ପ୍ରଥମ ପର୍ଯ୍ୟାୟ ରଥ କାଠ।
ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଆଜି ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଛି ପ୍ରଥମ ପର୍ଯ୍ୟାୟ ରଥ କାଠ। ନୟାଗଡ଼ ଦଶପଲ୍ଲାସ୍ଥିତ ମହାବୀର ପୀଠରେ ପୂଜାର୍ଚ୍ଚନା ପରେ ପୂର୍ବାହ୍ଣରେ ନୟାଗଡ଼ ବନାଞ୍ଚଳରୁ ଶ୍ରୀକ୍ଷେତ୍ର ଅଭିମୁଖେ ରଥକାଠ ବୋଝେଇ ଟ୍ରକ୍ ବାହାରିଥିଲା। ଆଜି ୩ଟି ଟ୍ରକ୍ରେ ମୋଟ ୬୩ ଖଣ୍ଡ କାଠ ରଥଖଳାରେ ପହଞ୍ଚିଛି। ରଥଖଳାରେ ପହଞ୍ଚିଥିବା ୬୩ ଖଣ୍ଡ କାଠ ମଧ୍ୟରୁ ୩୪ଟି ଅସନ ଓ ୨୯ଟି ଧଉରା କାଠ ଆସିଛି। ଶ୍ରୀପଞ୍ଚମୀ ଦିନ ବିଧି ପୂର୍ବକ ତିନି ରଥର ରଥକାଠ ଅନୁକୂଳ ପୂଜା କରାଯିବ। ବସନ୍ତ ପଞ୍ଚମୀ ଦିନ ୩ଟି ୧୨ ଫୁଟିଆ ଧଉରା କାଠକୁ ପୂଜା କରାଯିବ। ଆସନ୍ତା ରାମନବମୀ ଦିନ କଟକ ଖପୁରିଆ ସ’ମିଲ୍ରେ ରଥକାଠ ଚିରଟ ଅନୁକୂଳ ହେବ। ପବିତ୍ର ଅକ୍ଷୟ ତୃତୀୟାର ରଥଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରାଯିବ। ପ୍ରତିବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ନୟାଗଡ଼ ବନଖଣ୍ଡର ଦଶପଲ୍ଲା ଜଙ୍ଗଲରୁ କାଠ ଆସିବାର ପରମ୍ପରା ଚାଲି ଆସିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।