ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆରମ୍ଭ ହୋଇଯାଇଛି ଘମାଘୋଟ ଯୁଦ୍ଧ । ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି ଋଷ । ଭ୍ଲାଦିମିର ପୁଟିନ ଯୁଦ୍ଧ ଘୋଷଣା କରିବା ପରେ ୟୁକ୍ରେନ ଉପରେ ଆକ୍ରମଣ ଜୋର୍ ଧରିଛି।
ଆରମ୍ଭ ହୋଇଯାଇଛି ଘମାଘୋଟ ଯୁଦ୍ଧ । ୟୁକ୍ରେନ ଉପରେ ଆକ୍ରମଣ ଜାରି ରଖିଛି ଋଷ । ଭ୍ଲାଦିମିର ପୁଟିନ ଯୁଦ୍ଧ ଘୋଷଣା କରିବା ପରେ ୟୁକ୍ରେନ ଉପରେ ଆକ୍ରମଣ ଜୋର୍ ଧରିଛି। ଏହାରି ମଧ୍ୟରେ ଋଷକୁ ସମର୍ଥନ ଘୋଷଣା କରିଛି ଚୀନ । ଚୀନ କହିଛି ଯେ, ଆମେରିକା ସମେତ ଅନେକ ଦେଶ ଋଷ ୟୁକ୍ରେନକୁ ଅକ୍ତିଆର କରିଛି ବୋଲି ଖବର ଆସୁଛି । ଅକ୍ତିଆର ଶବ୍ଦ ଏଠାରେ ବ୍ୟବହାର କରିବା ଅନୁଚିତ । ଯଦି ଏହା ଅକ୍ତିଆର କରିବା ତେବେ ଆମେରିକା ଆଫଗାନିସ୍ତାନ ଓ ଇରାନ ଉପରେ କଣ କରିଥିଲା ବୋଲି ବେଜିଂ ପ୍ରଶ୍ନ କରିଛି । ଏହାସହ ଖୋଲାଖୋଲି ଭାବେ ଋଷକୁ ସମର୍ଥନ ଜଣାଇଛି ବେଜିଂ । ଏହାସହ ଉଭୟ ପକ୍ଷ ଶାନ୍ତି ରକ୍ଷା କରନ୍ତୁ ବୋଲି ବେଜିଂ କହିଛି ।
ସୂଚନାଯୋଗ୍ୟ, ଗୁରୁବାର ସକାଳେ ୟୁକ୍ରେନ ଉପରେ ଯୁଦ୍ଧ ଘୋଷଣା କରିଥିଲା ଋଷ । ମିସାଇଲ୍ ଆକ୍ରମଣ କରିଥିଲା କ୍ରେମଲିନ୍ । ଯେଉଁଥିରେ ୩୦୦ରୁ ଅଧିକ ନାଗରିକ ପ୍ରାଣ ହରାଇଥିବା ସୂଚନା ମିଳିଛି । ଆହୁରି ମଧ୍ୟ ଋଷ ଦାବି କରିଛି ଯେ, ନୌସେନାକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରାଯାଇଛି । ସମସ୍ତ ମିସାଇଲ୍ ସିଷ୍ଟମକୁ ଋଷ କବଜା କରିନେଇଛି । ଏପରିକି ବାୟୁସେନାକୁ ମଧ୍ୟ ଋଷ ଧ୍ୱଂସ କରିଦେଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।