ତାମିଲନାଡୁର ୯ ଜଣ ISRO ବୈଜ୍ଞାନିକଙ୍କୁ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କଲେ ତାମିଲନାଡୁ ସରକାର
ଭାରତର ବହୁପ୍ରତୀକ୍ଷିତ ଚନ୍ଦ୍ର ଅଭିଯାନ ‘ଚନ୍ଦ୍ରାଯାନ-3’ ର ଐତିହାସିକ ସଫଳତା ସହ ଭାରତ ଏବେ ମହାକାଶ ଗବେଷଣା କ୍ଷେତ୍ରରେ ବିଶ୍ବରେ ଅଗ୍ରଣୀ ରାଷ୍ଟ୍ର ।
Loading...
ଚଳିତବର୍ଷ ବଦଳିପାରେ ଦ୍ୱାଦଶ ବିଜ୍ଞାନ ପରୀକ୍ଷା ସୂଚୀ । ପରୀକ୍ଷାସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିର୍ଦ୍ଦେଶ ଦେଇଛନ୍ତି ।
ଚଳିତବର୍ଷ ବଦଳିପାରେ ଦ୍ୱାଦଶ ବିଜ୍ଞାନ ପରୀକ୍ଷା ସୂଚୀ । ପରୀକ୍ଷାସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ନିର୍ଦ୍ଦେଶ ଦେଇଛନ୍ତି । ବିଜ୍ଞାନ ପିଲାଙ୍କ ନିର୍ଦ୍ଧାରିତ ପରୀକ୍ଷା ସୂଚୀରେ କମ୍ ଦିନର ବ୍ୟବଧାନ ରହିଥିଲା, ଏଥିପାଇଁ ଦେଖା ପିଲାଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଥିଲା । ତେଣୁ ପରୀକ୍ଷା କାର୍ଯ୍ୟସୂଚୀରେ ସାମାନ୍ୟ ପରିବର୍ତ୍ତନ ପାଇଁ CHSE କୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏଥର ୧ ହଜାର ୫୮୬ କଲେଜର ଛାତ୍ରଛାତ୍ରୀ ୧ ହଜାର ୧୪୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ । ପୂରା ପରୀକ୍ଷା ସିସିଟିଭିରେ ମନିଟରିଂ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
ପ୍ଲସ୍ ୨ ପରୀକ୍ଷାକୁ ସୁରାରୁରୂପେ ତୁଲାଇବାକୁ ପୂରା ପ୍ରସ୍ତୁତି ଚାଲିଛି । ଗଣିତ ପରୀକ୍ଷା ପାଇଁ ଗୋଟିଏ ଦିନର ବ୍ୟବଧାନ ଥିବାରୁ ଅନେକ ଛାତ୍ର କାର୍ଯ୍ୟସୂଚୀ ପରିବର୍ତ୍ତନ କରିବାକୁ ଅନୁରୋଧ କରିଥିଲେ, ଯଦ୍ୱାରା ସେମାନେ ପ୍ରସ୍ତୁତି ପାଇଁ ଅଧିକ ସମୟ ପାଇପାରିବେ । ଏହାକୁ ଦୃଷ୍ଟିରେ ରଖି CHSE କୁ ଏହି ଘଟଣାର ଦୃଷ୍ଟି ଦେବାକୁ କହିଛି ଏବଂ ଯଦି ସମ୍ଭବ ତେବେ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।
CHSEର ପୂର୍ବ ବିଜ୍ଞପ୍ତି ଅନୁସାରେ ବାର୍ଷିକ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ଅଫଲାଇନ ମୋଡରେ କରାଯିବ ଏବଂ ପ୍ରତିଦିନ ସକାଳ ଗୋଟିଏ ସିଟିଂରେ ୯ ଟାରୁ ପରୀକ୍ଷା ହେବ । କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଭୋକେସନାଲ୍ ଷ୍ଟ୍ରିମର ୩.୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଏଥର ପରୀକ୍ଷା ଦେବେ ।
Shakespeare, in the beautiful garden, among the party. Some of the hall: in fact she was ever to.
ଭାରତର ବହୁପ୍ରତୀକ୍ଷିତ ଚନ୍ଦ୍ର ଅଭିଯାନ ‘ଚନ୍ଦ୍ରାଯାନ-3’ ର ଐତିହାସିକ ସଫଳତା ସହ ଭାରତ ଏବେ ମହାକାଶ ଗବେଷଣା କ୍ଷେତ୍ରରେ ବିଶ୍ବରେ ଅଗ୍ରଣୀ ରାଷ୍ଟ୍ର ।
ଭୁବନେଶ୍ୱର ଲୋକସେବା ଭବନରେ ନିଆଁ ଲାଗିଛି । ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାରେ ନିଆଁ ଲାଗିଥିବାର ସୂଚନା ମିଳିଛି ।
ପାର୍କିଂ ବ୍ୟବସ୍ଥାକୁ ନେଇ ତିନିଦିନ ଧରି ବନ୍ଦ ରହିଥିବା ୟୁନିଟ୍-୧ ହାଟ ମଙ୍ଗଳବାର ଖୋଲିବାକୁ ଯାଉଛି। ଆଜି ଏଠାରେ ଥିବା ୯ଟି ସଂଘର କର୍ମକର୍ତ୍ତା ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ସହ ରାତିରେ ଆଲୋଚନା କରିବା ପରେ ବିଧାୟକ ହସ୍ତକ୍ଷେପ କରିଛନ୍ତି।