ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଲୋକସଭାରେ ମୋଟ୍ ୩୯.୪୫ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ। ୪ର୍ଥ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।
ଲୋକସଭାରେ ମୋଟ୍ ୩୯.୪୫ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ। ୪ର୍ଥ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ବଜେଟରେ ଆଗାମୀ ୨୫ ବର୍ଷ ପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଚଳିତ ଆର୍ଥିକ ବର୍ଷରେ ଅଭିବୃଦ୍ଧି ହାର ରହିଛି ୯.୨ ପ୍ରତିଶତ। କପଡ଼ା, ଚମଡ଼ା ସାମଗ୍ରୀ, ଫୋନ୍ ଚାର୍ଜର, ଇମିଟେସନ୍ ଗହଣା ଶସ୍ତା ହେବ । କଟା ଓ ପଲିସ ହୀରା, ମୋତି ଉପରେ ସୀମା ଶୁଳ୍କ ୫ ପ୍ରତିଶତ ହ୍ରାସ କରାଯାଇଛି । ଫଳରେ ଏସବୁ ସାମଗ୍ରୀ ଶସ୍ତା ହେବ । ସେହିପରି ଟ୍ରାନ୍ସଫର୍ମର ସାମଗ୍ରୀ, ଇଲେକ୍ଟ୍ରୋନିକ୍ସ ସାମଗ୍ରୀ, ବିଦେଶରୁ ଆମଦାନୀ ମେସିନ୍, ଷ୍ଟିଲ୍ ଓ କୃଷି ସାମଗ୍ରୀ ବି ଶସ୍ତା ହେବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।