ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ଓଡ଼ିଆ ବିଶ୍ବବିଦ୍ୟାଳୟରେ ପ୍ରଥମ ବର୍ଷ ଛାତ୍ରଙ୍କ ନାମଲେଖା ଶେଷ ହୋଇଛି।ଆଜିଠୁ ଆନୁଷ୍ଠାନିକ ଭାବେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଆରମ୍ଭ ହେବ।
ଓଡ଼ିଆ ବିଶ୍ବବିଦ୍ୟାଳୟରେ ପ୍ରଥମ ବର୍ଷ ଛାତ୍ରଙ୍କ ନାମଲେଖା ଶେଷ ହୋଇଛି।ଆଜିଠୁ ଆନୁଷ୍ଠାନିକ ଭାବେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଆରମ୍ଭ ହେବ। ବିଶ୍ୱବିଦ୍ୟାଳୟରେ ନାମଲେଖା ପ୍ରକ୍ରିୟା ଶେଷ ହୋଇଥିବାବେଳେ ଗୁରୁଦିବସରେ ଏହାକୁ ଉଦ୍ଘାଟନ କରାଯିବ। ଏଥିଲାଗି ସରକାରୀ ସ୍ତରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମରେ ଅତିଥି ଭାବେ ଉଚ୍ଚଶିକ୍ଷା ମନ୍ତ୍ରୀ ଯୋଗଦେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଆଭାସୀ (ଭର୍ଚୁଆଲ) ମାଧ୍ୟମରେ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଭିଡିଓ ବାର୍ତ୍ତା ଯୋଗେ ମଧ୍ୟ ସମାରୋହକୁ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।
ସୂଚନାନୁସାରେ, ଓଡ଼ିଆ ବିଶ୍ୱବିଦ୍ୟାଳୟର କ୍ୟାମ୍ପସ କାର୍ଯ୍ୟ ଶେଷ ହୋଇ ନଥିବାରୁ ଅସ୍ଥାୟୀ ଭାବେ ସ୍ଥାନୀୟ ପାନ୍ଥନିବାସରେ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟ ଓ ପିଲାଙ୍କ ପାଠପଢ଼଼ା ଆରମ୍ଭ ହେବ। ସେହିପରି ହଷ୍ଟେଲ ପାଇଁ ମଧ୍ୟ ନିକଟସ୍ଥ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟରେ ସମସ୍ତ ବନ୍ଦୋବସ୍ତ କରାଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।