• Home
  • News
  • ଦିଲୀପ ତିର୍କୀଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
News

ଦିଲୀପ ତିର୍କୀଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଟିଡିସି ଅଧ୍ୟକ୍ଷ ଭାବେ ଦିଲ୍ଲୀପ ତିର୍କୀଙ୍କୁ ନିଯୁକ୍ତି

ଭାରତୀୟ ହକି ଜଗତର ପ୍ରତିଷ୍ଠିତ ତାରକା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଦିଲୀପ ତିର୍କୀଙ୍କୁ ନୂଆ ଦାୟିତ୍ୱ ମିଳିଛି ।  ଦିଲ୍ଲୀପ ତିର୍କୀଙ୍କୁ ଆଜି ରାଜ୍ୟ ସରକାର ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତିି । ଏ ସମ୍ପର୍କରେ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛିି ।

ସୂଚନାଯୋଗ୍ୟ ଯେ ଦୀର୍ଘ ଦିନ ହେବ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର କେହି ଅଧ୍ୟକ୍ଷ ନ ଥିଲେ । ବିଜେଡି ନେତା ନରେନ୍ଦ୍ର ସ୍ୱାଇଁଙ୍କୁ ରାଜ୍ୟ ସରକାର ଓଟିଡିଓିର ଅଧ୍ୟକ୍ଷ ପଦରେ ନିଯୁକ୍ତି ଦେଇଥିଲେ। ମାତ୍ର ସେ ରାଜ୍ୟସଭାକୁ ନିର୍ବାଚିତ ହେବା ପରେ ଏହି ଖାଲି ପଡ଼ି ଥିଲା । ତେଣୁ ତାଙ୍କୁ ପୁଣି ରାଜ୍ୟସରକାର ଓଟିଡିସିର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି ।

ନିକଟରେ ଦିଲୀପଙ୍କ ରାଜ୍ୟସଭା କାର୍ଯ୍ୟକାଳ ସମାପ୍ତ ହୋଇଥିଲା । ଗତ ସାଧାରଣ ନିର୍ବାଚନରେ ଅଳ୍ପ ବ୍ୟବଧାନରେ ସେ ଭାଜପାର କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କଠାରୁ ପରାସ୍ତ ହୋଇଥିଲେ ।

ଦିଲୀପ ତିର୍କୀଙ୍କୁ ନୂଆ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ dilip tirki

ପଢନ୍ତୁ ;

ସଲମାନଙ୍କ ସହିତ ଏହି ଫିଲ୍ମରେ ନଜର ଆସିବେ ଦିଶା ପଟାନୀ !

Related posts

ଦୁଇଭାଇଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଖବର ନେବାକୁ ଆଜି ଦିଲ୍ଲୀ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା

Krishna Kumar Manoj

ସମୁଦ୍ର ଭିତରେ ଡଙ୍ଗା ବୁଡି :୪ ମୃତ, ୩୨ ଉଦ୍ଧାର

Krishna Kumar Manoj

୧୫ ଦିନର ଶିଶୁକୁ ମାରିଲା କିଏ ! ମାଙ୍କଡ ନା ମଣିଷ

Krishna Kumar Manoj

3 comments

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More