News

‘ଫର୍ଟିଲାଇଜର କାର୍ଗୋ କମ୍ପ୍ଲେକ୍ସ, ବାର୍ଜ ବର୍ଥ କମ୍ପ୍ଲେକ୍ସ’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଫର୍ଟିଲାଇଜର କାର୍ଗୋ କମ୍ପ୍ଲେକ୍ସ ଓ ବାର୍ଜ ବର୍ଥ କମ୍ପ୍ଲେକ୍ସକୁ ଉଦ୍‌ଘାଟନ କରିଛନ୍ତି

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧାମରାବନ୍ଦରର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ କାର୍ଯ୍ୟର ଶୁଭ ଉଦ୍‌ଘାଟନ କରିଛନ୍ତି । ଧାମରା ବନ୍ଦର ପରିସରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦୁଇଟି ସ୍ୱତନ୍ତ୍ର ବଲ୍କକାର୍ଗୋ ବର୍ଥ୍ ଫର୍ଟିଲାଇଜର କାର୍ଗୋ କମ୍ପ୍ଲେକ୍ସ, ବାର୍ଜ ବର୍ଥ କମ୍ପ୍ଲେକ୍ସ ଉଦ୍‌ଘାଟନ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ, ମନ୍ତ୍ରୀ ଡ ନୃସିଂହ ସାହୁ, ସାଂସଦ ଅର୍ଜୁନ ଚରଣ ସେଠୀ, ବିଧାୟକ ବ୍ୟେମକେଶ ରାୟ, ମୁକ୍ତିକାନ୍ତ ମଣ୍ଡଳ, ଯୁଗୋଳ କିଶୋର ପଟ୍ଟନାୟକ, ଆଦାନୀ ଗ୍ରୁପ୍ର ଅଧ୍ୟକ୍ଷ ଗୌତମ ଆଦାନୀ, ଆଦାନୀ ଟ୍ରଷ୍ଟର ଅଧ୍ୟକ୍ଷା ଡ. ପ୍ରୀତି ଆଦାନୀ, ଆଦାନୀ ପୋର୍ଟସ ଓ ଅଧ୍ୟକ୍ଷ କରନ ଆଦାନୀ, ଧାମରା ପୋର୍ଟର ମୁଖ୍ୟ ନିର୍ବାହୀ ସୁବ୍ରତ ତ୍ରୀପାଠୀ, ଜିଲ୍ଲାପାଳ ଜ୍ଞାନରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

‘ଫର୍ଟିଲାଇଜର କାର୍ଗୋ କମ୍ପ୍ଲେକ୍ସ, ବାର୍ଜ ବର୍ଥ କମ୍ପ୍ଲେକ୍ସ’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ nabin pattnaik

ପଢନ୍ତୁ ;

ତରଭୁଜ ଖାଇ ଚୋପା ଫୋପାଡି ଦେଉଛନ୍ତି କି? ଜାଣନ୍ତୁ ଏହି ଚୋପାର ଉପକାରିତା ସମ୍ପର୍କରେ

Related posts

ପୁଣି ବାବଙ୍କ ନାଁରେ କଳଙ୍କ:ଦାତି ମହାରାଜଙ୍କ ବିରୋଧରେ ଆସିଲା ଦୁଷ୍କର୍ମ ଅଭିଯୋଗ

ENO Beuro

ଦୁଇ ଦିନିଆ କେରଳ ଗସ୍ତରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି

ENO Beuro

୨୦ଟି ନୂଆ ଏମ୍ସ ପ୍ରତିଷ୍ଠା ପାଇଁ ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ENO Beuro

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More